ପିକ୍‌ଅପ୍‌ ଭ୍ୟାନ୍ ଧକ୍କାରେ ୧୦ମ ଛାତ୍ରଙ୍କ ମୃତ୍ୟୁ

ପିକ୍‌ଅପ୍‌ ଭ୍ୟାନ୍ ଧକ୍କାରେ ୧୦ମ ଛାତ୍ରଙ୍କ ମୃତ୍ୟୁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ଚନ୍ଦନଗୁଡ଼ା ନିକଟରେ ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍।ପିକ୍‌ଅପ୍‌ ଧକ୍କାରେ ଜଣେ ଦଶମ ଶ୍ରେଣୀ ଛାତ୍ର ପ୍ରାଣ ହରାଇଛନ୍ତି।ପରୀକ୍ଷା ଦେବାକୁ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି।ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।

Leave a Reply

Your email address will not be published. Required fields are marked *