ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ନାୟକ ଜଣେ ଲୋକପ୍ରିୟ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ସାଧାରଣ ଲୋକଙ୍କ ଭିତରେ ସେ ଅତ୍ୟନ୍ତ ପ୍ରିୟପାତ୍ର ଥିଲେ । ବିଧାୟକ ତଥା ମନ୍ତ୍ରୀ ଭାବରେ ସେ ଓଡ଼ିଶାର ବିଭିନ୍ନ କ୍ଷେତ୍ରର ଉନ୍ନତିରେ ଗୁରୁତ୍ଵ ପୂର୍ଣ୍ଣ ଅବଦାନ ରଖିଥିଲେ। ତାଙ୍କର ପରଲୋକ ରାଜ୍ୟ ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସଂତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।
Related Posts
କୋଶଳ ପ୍ରବକ୍ତା ଦେବେନ୍ଦ୍ର କୁମାର ପାଇବେ ସମ୍ମାନଜନକ ଡକ୍ଟରେଟ ଉପାଧି
କୋଶଳ ପ୍ରବକ୍ତା ଦେବେନ୍ଦ୍ର କୁମାର ପାଇବେ ସମ୍ମାନଜନକ ଡକ୍ଟରେଟ ଉପାଧି ତରଭା, ତା ୨୯/୧୨ : ଆନ୍ତର୍ଜାତିକ ସ୍ତରରେ ସୁନାମଧନ୍ୟ ଶିକ୍ଷାନୁଷ୍ଠାନ ଆମେରିକାନ୍ ମେରିଟ୍ କାଉନସିଲ୍, ଆମେରିକା…
ଲୋକଙ୍କ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିଲେ, ସମାଧାନ ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ
ଲୋକଙ୍କ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିଲେ, ସମାଧାନ ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ଭୁବନେଶ୍ୱର : ଲୋକଙ୍କ ମୁଖ୍ୟମନ୍ତ୍ରୀ ଲୋକଙ୍କୁ ଶୁଣିବା ଧାରା ଜାରି ରଖିଛନ୍ତି। ଜୁଲାଇ…
Former West Bengal Chief Minister Buddhadeb Bhattacharjee passed away
Former West Bengal Chief Minister Buddhadeb Bhattacharjee passed away today at his residence in Kolkata, CPI(M) State secretary Mohd Salim…