ମାଲକାନଗିରି: ସୀମାନ୍ତରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। ପୁଲିସର ଘନଘନ ଚଢ଼ାଉରେ ନକ୍ସଲ ଏବେ ହିଂସାତ୍ମକ ହୋଇପଡିଛନ୍ତି। ଲୋଙ୍କୁ ଭୟଭୀତ କରାଇବା ଏବଂ ପୁଲିସକୁ ଚ୍ୟାଲେଞ୍ଚ କରିବା ପାଇଁ ନିରୀହ ଲୋକଙ୍କୁ ହତ୍ୟା କରୁଛନ୍ତି। ଏହି ଘଟଣାକ୍ରମରେ ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଗୋଟିଏ ଦିନରେ ଦୁଇ ଜଣ ପୂର୍ବତନ ସରପଞ୍ଚଙ୍କୁ ଅପହରଣ କରିନେଇ ହତ୍ୟା କରିଛନ୍ତି।
Related Posts

୯ ଜଣ ଯବାନ ସହିଦ
ବିଜାପୁର: ଛତିଶଗଡ଼ର ବିଜାପୁର ଜିଲ୍ଲାରେ ନକ୍ସଲମାନେ ସୁରକ୍ଷା ବାହିନୀ ଉପରେ ଏକ ବଡ଼ ଧରଣର ଆକ୍ରମଣ ଘଟାଇଛନ୍ତି। ଏହି ଆକ୍ରମଣରେ ୯ ଜଣ ଯବାନ ସହିଦ ହୋଇଥିବା…

ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର।
ନୂଆଦିଲ୍ଲୀ: ସ୍ବାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର। ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଜାତୀୟ…

ସୁକମା ପୁଲିସ ନିକଟରେ ୯ ଜଣ ହାର୍ଡକୋର ନକ୍ସଲ ଆତ୍ମସମର୍ପଣ
ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ସୁକମା ପୁଲିସକୁ ବଡ ସଫଳତା ମିଳିଛି। ସୁକମା ପୁଲିସ ନିକଟରେ ୯ ଜଣ ହାର୍ଡକୋର ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଏହି ନକ୍ସଲମାନଙ୍କ ନାମରେ…