ପୋଲିସ ଓ ଅବକାରୀ ପକ୍ଷରୁ ଅପରେସନ ଗ୍ରୀନ କ୍ଲିନ୍ ଅଭିଯାନ lଆର,ଉଦୟଗିରି :3/12/(ମନୋଜ କୁମାର ପାଢୀ)ଗଜପତି ଜିଲ୍ଲା ଅଡବା ଥାନା ପକ୍ଷରୁ ମାଣ୍ଡିମେରା ଗ୍ରାମ ପଞ୍ଚାୟତ କାଲେପଙ୍କା ଗାଁ ନିକଟସ୍ଥ ଜଙ୍ଗଲ ଜମି ରେ ବେଇଆଇନ୍ ଭାବେ ଚାଷ କରାଯାଇଥିବା ୨୭ ଏକର ଗଞ୍ଜେଇ ଗଛ ନଷ୍ଟ କରାଯାଇଥିବା ୫୪ ହଜାର ଗଛ ନଷ୍ଟ କରାଯାଇଥିବା ବେଳେ ଆନୁମାନିକ ବଜାର ଦର ୫ କୋଟି ରୁ ଉର୍ଦ୍ଧ୍ବ ଟଙ୍କା ହେବ ବୋଲି ଆଜି ସନ୍ଧ୍ୟା ୬ ଘଣ୍ଟ ସମୟରେ ସୂଚନା ଦେଇଛନ୍ତି ଅଡବା ଥାନା ଅଧିକାରୀ । ଏହି ଚଢ଼ାଉ ରେ ୭ ପ୍ଲାଟୁନ୍ ପୋଲିସ, ଅବକାରୀ ବିଭାଗ, ରାଜସ୍ବ ବିଭାଗ ଓ ବନ ବିଭାଗ ର କର୍ମଚାରୀ ଙ୍କ ମିଳିତ ରେ ଚଢ଼ାଉ କରାଯାଇଥିଲା।
Related Posts
ଶଙ୍କରାଖୋଲ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟରେ ଜାତୀୟ ସେବା ଯୋଜନା ସ୍ୱତନ୍ତ୍ର ଶିବିର ଉଦ୍ଘାଟିତ…
ଶଙ୍କରାଖୋଲ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟରେ ଜାତୀୟ ସେବା ଯୋଜନା ସ୍ୱତନ୍ତ୍ର ଶିବିର ଉଦ୍ଘାଟିତ… ଶଙ୍କରାଖୋଲ :- (ରିପୋର୍ଟ କୁନା ଦିଗାଲ )ଚକାପାଦ ବ୍ଲକ ଅନ୍ତର୍ଗତ ଶଙ୍କରାଖୋଲ ଗ୍ରାମପଞ୍ଚାୟତ…
ଚନ୍ଦ୍ରପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l
ଚନ୍ଦ୍ରପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l ରାୟଗଡ : ୧୨/୧୧/୨୦୨୪ ତାରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଚନ୍ଦ୍ରପୁର…
ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ.
*ଓଡ଼ିଶା ଅବସରପ୍ରାପ୍ତ ସରକାରୀ* *କର୍ମଚାରୀ* *ସଂଘ,ପାରଳାଖେମୁଣ୍ଡିର ସ୍ଵତନ୍ତ୍ର* *ବୈଠକ* ଗଜପଢି-: (୨୩.୦୬.୨୦୨୪) ଆଜି ଅପରାହ୍ନରେ ସ୍ଥାନୀୟ ଉତ୍କଳ ହିତୈଷିଣୀ ସମାଜ ସଭାଗୃହରେ ଅନୁଷ୍ଠାନର ଉପଦେଷ୍ଟା ଉପାନ୍ତପ୍ରହରୀ ପୂର୍ଣ୍ଣଚନ୍ଦ୍ର…