ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ଏକ ଆକର୍ଷଣୀୟ ବାଲୁକା କଳା ତିଆରି କରିଛନ୍ତି ଅନ୍ତର୍ଜାତୀୟ ଖ୍ୟାତିପ୍ରାପ୍ତ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ନ୍ୟାସନାଲ୍ ଗ୍ୟାଲେରି ଅଫ୍ ମର୍ଡନ୍ ଆର୍ଟରେ ବାଲୁକା କଳା ମାଧ୍ୟମରେ ଜନ୍ମଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି
Related Posts

‘ସୁଭଦ୍ରା’ ରେ ସ୍ୱୟଂ ସମ୍ପୂର୍ଣ୍ଣା ହେବେ ମହିଳା: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
‘ସୁଭଦ୍ରା’ ରେ ସ୍ୱୟଂ ସମ୍ପୂର୍ଣ୍ଣା ହେବେ ମହିଳା: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଭୁବନେଶ୍ୱର: ଓଡ଼ିଶାରେ ‘ସୁଭଦ୍ରା’ ଯୋଜନାକୁ ନେଇ ମହିଳାଙ୍କ ମଧ୍ୟରେ ଉତ୍ସାହ ବଢୁଛି । ଏବେ…

ରେଳ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଞ୍ଜୁର; ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
ରେଳ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଞ୍ଜୁର; ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ…

ଓଡିଶାରୁ ପ୍ରଥମ ଥର ଲାଗି ଡ୍ରାଗନ୍ ଫଳର ରପ୍ତାନୀ ଆରମ୍ଭ
ଓଡିଶାରୁ ପ୍ରଥମ ଥର ଲାଗି ଡ୍ରାଗନ୍ ଫଳର ରପ୍ତାନୀ ଆରମ୍ଭ ଭୁବନେଶ୍ୱର: ଆଜି ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର କାର୍ଗୋ ଟର୍ମିନାଲରୁ ପ୍ରଥମ ଥର ଲାଗି…