ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଓଡ଼ିଶା ସାଂସଦ। ଆଜି ସଂସଦ ଭବନ ସମ୍ମିଳନୀ କକ୍ଷରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ଓଡ଼ିଶାର ସମସ୍ତ ୨୦ ବିଜେପି ଲୋକସଭା ଓ ଜଣେ ରାଜ୍ୟସଭା ସାଂସଦ। ଏହି ଅବସରରେ ବିଭିନ୍ନ ପ୍ରସଙ୍ଗରେ ସାଂସଦଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Related Posts

ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ମୃତ୍ତିକା’- ୨୦୨୪ ଉଦ୍ଘାଟିତ
ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ମୃତ୍ତିକା’- ୨୦୨୪ ଉଦ୍ଘାଟିତ ଭୁବନେଶ୍ୱର: ଭୁବନେଶ୍ୱର ୟୁନିଟ୍-୩ସ୍ଥିତ ଇଡ୍କୋ ପ୍ରଦର୍ଶନୀ ପଡ଼ିଆଠାରେ ଆଜିଠାରୁ ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ମୃତ୍ତିକା-୨୦୨୪’ ଆରମ୍ଭ ହୋଇଛି ।…

ରାଜ୍ୟ ସ୍ତରୀୟ ସମ୍ବିଧାନ ଦିବସ ପାଳିତ; ସମ୍ବିଧାନର ମୂଲ୍ୟବୋଧ ପ୍ରତି ସଚେତନ ରହି ନିଜର ମୌଳିକ କର୍ତ୍ତବ୍ୟକୁ ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ
ରାଜ୍ୟ ସ୍ତରୀୟ ସମ୍ବିଧାନ ଦିବସ ପାଳିତ; ସମ୍ବିଧାନର ମୂଲ୍ୟବୋଧ ପ୍ରତି ସଚେତନ ରହି ନିଜର ମୌଳିକ କର୍ତ୍ତବ୍ୟକୁ ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ ଭୁବନେଶ୍ୱର: ଆଜି ନଭେମ୍ବର…

ଘାଟିରେ ଅଟୋ ଓଲଟି ମହିଳା ଶ୍ରମିକ ମୃତ, ୧୫ ଆହତ
ଘାଟିରେ ଅଟୋ ଓଲଟି ମହିଳା ଶ୍ରମିକ ମୃତ, ୧୫ ଆହତ ରାୟଗଡ଼ା: ଘାଟିରେ ଓଲଟିଲା ଅଟୋ। ଦୁର୍ଘଟଣାରେ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫…