ନୂଆଦିଲ୍ଲୀମୁଖ୍ୟ ଖବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି! Info MediaOctober 2, 2024 ଆଜି ମହାତ୍ମା ଗାନ୍ଧୀଙ୍କ ଜନ୍ମଦିନ । ନୂଆଦିଲ୍ଲୀ ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
ଏସିଆନ ହକି ଚାମ୍ପିଅନ୍ସ ଟ୍ରଫିରେ ଶନିବାର ପାକିସ୍ତାନକୁ ୨-୧ ରେ ପରାସ୍ତ କରି ଭାରତୀୟ ହକି ଦଳ କ୍ରମାଗତ ପଞ୍ଚମ ବିଜୟ ପଞ୍ଜିକରଣ କରିଛି। ବେଜିଂ: ଏସିଆନ ହକି ଚାମ୍ପିଅନ୍ସ ଟ୍ରଫିରେ ଶନିବାର ପାକିସ୍ତାନକୁ ୨-୧ ରେ ପରାସ୍ତ କରି ଭାରତୀୟ ହକି ଦଳ କ୍ରମାଗତ ପଞ୍ଚମ ବିଜୟ ପଞ୍ଜିକରଣ କରିଛି। କ୍ୟାପଟେନ…
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କପୁର ପରିବାର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କପୁର ପରିବାର, ଆରକେ ଫିଲ୍ମ ଫେଷ୍ଟିଭାଲରେ ଯୋଗ ଦେବାକୁ କଲେ ନିମନ୍ତ୍ରଣ ପ୍ରଧାନମନ୍ତ୍ରୀଙ୍କ ସହ ଆଲିଆ ଭଟ୍ଟ, ରଣବୀର କପୁର, କରୀନା କପୁର, ସୈଫ…
୩୫ ଜଣ ବିଏସ୍ଏଫ୍ ଯବାନଙ୍କୁ ନେଇ ବସ୍ଟିଯାଉଥିଲାଭାରସାମ୍ୟ ହରାଇ ଖାଇକୁ ଖସି ପଡ଼ିଥିଲା। ବୁଡଗାଁଓର ବ୍ରେଲ ୱାଟରହେଲ ଅଞ୍ଚଳରେ ଏହି ଘଟଣା ଘଟିଛି। ନିର୍ବାଚନ ଡ୍ୟୁଟିରେ ନିୟୋଜିତ ହୋଇଥିବା ୩୫ ଜଣ ବିଏସ୍ଏଫ୍ ଯବାନଙ୍କୁ ନେଇ ବସ୍ଟି ଯାଉଥିଲା। ଏହା ଏକ…