ଷ୍ଟେସନରେ ଲାଗିଲା ନିଆଁ। ଦେଖୁ ଦେଖୁ ହୁ ହୁ ହୋଇ ଜଳିଗଲା ଫୁଟ୍ ଓଭରବ୍ରିଜ୍। ଉତ୍ତରପ୍ରଦେଶର ପ୍ରୟାଗରାଜ ରେଳ ଷ୍ଟେସନରେ ଘଟିଛି ଏଭଳି କିଛି ଦୁର୍ଘଟଣା। ଅଗ୍ନିକାଣ୍ଡ ଯୋଗୁ ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଛି।
Related Posts

୧୬ତମ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେବା ପାଇଁ ରୁଷ୍ର କାଜାନରେ ଅବତରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
ନୂଆଦିଲ୍ଳୀ: ୧୬ତମ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେବା ପାଇଁ ରୁଷ୍ର କାଜାନରେ ଅବତରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେଠାରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ…

ପ୍ରଥମ ଖୋଖୋ ବିଶ୍ୱକପ୍ ପ୍ରତିଯୋଗିତାରେ ଭାରତୀୟ ପୁରୁଷ ଖୋଖୋ ଦଳର ଐତିହାସିକ ବିଜୟ
ପ୍ରଥମ ଖୋଖୋ ବିଶ୍ୱକପ୍ ପ୍ରତିଯୋଗିତାରେ ଭାରତୀୟ ପୁରୁଷ ଖୋଖୋ ଦଳର ଐତିହାସିକ ବିଜୟ ଭୁବନେଶ୍ୱର: ପ୍ରଥମ ଖୋଖୋ ବିଶ୍ୱକପ୍ ପ୍ରତିଯୋଗିତାରେ ଭାରତୀୟ ପୁରୁଷ ଖୋଖୋ ଦଳ ଐତିହାସିକ…

ଲୀଳାବତୀ ହସ୍ପିଟାଲର ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନ
ନୂଆଦିଲ୍ଲୀ: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ତାଙ୍କ ମୁମ୍ବାଇର ବାନ୍ଦ୍ରାସ୍ଥିତ ଘରେ ଆକ୍ରମଣକାରୀ ଛୁରାମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଏହି ଘଟଣାକୁ ଗମ୍ଭୀରତା ସହ…