ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ହକି ଦଳ ପାଇଁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ହକି ଦଳ ପାଇଁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଓ ସପୋର୍ଟ ଷ୍ଟାଫଙ୍କୁ ୧୦ ଲକ୍ଷ ଟଙ୍କା ମିଳିବ। ତେବେ ଟିମ୍‌ରେ ଥିବା ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ସ୍ୱତନ୍ତ୍ର ଭାବେ ୪ କୋଟି ପ୍ରଦାନ କରାଯିବ। ଆଜି ସ୍ପେନ୍ ବିରୋଧରେ ବ୍ରୋଞ୍ଜ ପଦକ ପାଇଁ ହୋଇଥିବା ଲଢ଼େଇରେ ଅମିତ ରୋହିଦାସଙ୍କର ରହିଥିଲା ବଡ଼ ଯୋଗଦାନ। ସେ ଏକାଧିକ ଗୋଲ୍‌ରୁ ଦଳକୁ ରକ୍ଷା କରିଥିଲେ।

Leave a Reply

Your email address will not be published. Required fields are marked *