ପ୍ୟାରିସ ଅଲିମ୍ପିକ୍ସରେ ରୌପ୍ୟ ପଦକ ଜିତିଥିବା ଭାରତର ଷ୍ଟାର ଜାଭେଲିନ ଥ୍ରୋଅର ନୀରଜ ଚୋପ୍ରାଙ୍କୁ ନେଇ ଆସିଛି ଏକ ବଡ଼ ଅପଡେଟ୍। ଦୀର୍ଘ ଦିନ ଧରି ହାର୍ନିଆ ଜନିତ ସମସ୍ୟା ଦେଇ ଗତି କରୁଥିବା ନୀରଜଙ୍କର ଖୁବ୍ଶୀଘ୍ର ହେବ ଅସ୍ତ୍ରୋପଚାର।
Related Posts
ପୁରୀ ରଥଯାତ୍ରା ସମୟରେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ୪ ଲକ୍ଷ ଟଙ୍କା ସହାୟତା ଘୋଷଣା
ପୁରୀ ରଥଯାତ୍ରା ସମୟରେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ୪ ଲକ୍ଷ ଟଙ୍କା ସହାୟତା ଘୋଷଣା ଭୁବନେଶ୍ୱର: ଆଜି ରଥ ଯାତ୍ରା ସମୟରେ ଭିଡ଼…
ନଭେମ୍ବର ୧୦ ଓ ୧୧ ତାରିଖରେ ଆୟୋଜିତ ହେବ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀ’
ନଭେମ୍ବର ୧୦ ଓ ୧୧ ତାରିଖରେ ଆୟୋଜିତ ହେବ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀ’ ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ,…
କଟକ ସହରରେ ପାର୍ବଣରେ ଡିଜେ ବଜାଇବାକୁ ଅନୁମତି ଦେଲେ ଓଡ଼ିଶା ହାଇକୋର୍ଟ
କଟକ ସହରରେ ପାର୍ବଣରେ ଡିଜେ ବଜାଇବାକୁ ଅନୁମତି ଦେଲେ ଓଡ଼ିଶା ହାଇକୋର୍ଟ କଟକ : କଟକ ସହରରେ ପାର୍ବଣରେ ଡିଜେ ବଜାଇବାକୁ ଅନୁମତି ଦେଲେ ଓଡ଼ିଶା ହାଇକୋର୍ଟ।କଟକ…