ପ୍ୟାରିସ୍ : ପ୍ୟାରିସ ପାରା ଅଲିମ୍ପିକ୍ସ ୨୦୨୪ର ତୃତୀୟ ଦିନରେ ଭାରତୀୟ ସୁଟର ରୁବିନା ଫ୍ରାନ୍ସିସ ବ୍ରୋଞ୍ଜ ପଦକ ଜିତିଛନ୍ତି । ମହିଳା ୧୦ ମିଟର ଏୟାର ପିସ୍ତଲ ଏସଏଚ୧ ଇଭେଣ୍ଟର ଫାଇନାଲରେ ରୁବିନା ଏହି ବ୍ରୋଞ୍ଜ ପଦକ ଜିତିଛନ୍ତି। ଏହା ତାଙ୍କର ପ୍ରଥମ ପାରାଲିମ୍ପିକ୍ ପଦକ। ଏହା ସହିତ ପ୍ୟାରିସ୍ ପାରାଲିମ୍ପିକ୍ସ ୨୦୨୪ରେ ଭାରତ ମୋଟ ୫ଟି ପଦକ ହାସଲ କରିଛି। ସେଥିମଧ୍ୟରୁ ୪ଟି ପଦକ ସୁଟିଂରେ ଆସିଛି। ରୁବିନା ୨୧୧.୧ ସ୍କୋର ସହ ପଦକ ଜିତିଥିଲେ। ଗତକାଲି ଭାରତର ଅବନୀ ଲେଖରା ସ୍ବର୍ଣ୍ଣ ପଦକ ଜିତିଥିବାବେଳେ ମନୀଷ ନରଓ୍ବାଲ ରୌପ୍ୟ ଜିତିଥିଲେ ।
Related Posts
ବାରିପଦାରେ ବସ୍ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟଣାରେମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା
ବାରିପଦାରେ ବସ୍ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟଣାରେମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା ଭୁବନେଶ୍ୱର: ଆଜି ହାଇଦ୍ରାବାଦରୁ ଗୟା ଯାଉଥିବା…
ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ
ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ ରହିଛି।ଅକ୍ଟୋବର ୨୩ରୁ ୨୪ ତାରିଖ ପର୍ଯ୍ୟନ୍ତ ଥିବା ଓଡ଼ିଶା ଗସ୍ତ ସ୍ଥଗିତ…
ଓଡ଼ିଶାରେ ଶିଳ୍ପ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ଶିଳ୍ପ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ରାଜ୍ୟର ଶିଳ୍ପ କ୍ଷେତ୍ରରେ ଅଗ୍ରଗତି…