ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତୀୟ ଆଥଲେଟମାନେ ରେକର୍ଡ ସଂଖ୍ୟକ ପଦକ ଜିତିଛନ୍ତି। ଭାରତ ପାରା ଅଲିମ୍ପିକ୍ସରେ ୭ ସ୍ୱର୍ଣ୍ଣ ସହ ମୋଟ ୨୯ଟି ପଦକ କବଜା କରିଛି। ପୂର୍ବରୁ କୌଣସି ପାରା ଅଲିମ୍ପିକ୍ସରେ ଭାରତ ଏତେ ସଂଖ୍ୟକ ପଦକ ଜିତି ନଥିଲା। ଏହି ଐତିହାସିକ ସଫଳତା ପାଇଁ ଆଜି ଭାରତ ସରକାର ପଦକ ବିଜେତାଙ୍କ ପାଇଁ ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି।
Related Posts
ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର!ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ରେଡ୍ ,ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ାଉ…
ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତବର୍ଷ ବିଶିଷ୍ଟ ବାମାବାଦୀ ଲେଖିକା ସରୋଜିନୀ ସାହୁଙ୍କୁ ପ୍ରଦାନ କରାଯିବ।
ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇମ୍ଫାଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତବର୍ଷ ବିଶିଷ୍ଟ ବାମାବାଦୀ ଲେଖିକା ସରୋଜିନୀ…
କେନ୍ଦୁଝରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣିବା ଧାରା ଜାରି ରହିଛି। ବିଭିନ୍ନ ସ୍ଥାନକୁ ଗସ୍ତ ସମୟରେ ମଧ୍ୟ ସାଧାରଣ ଲୋକ…