ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତୀୟ ଆଥଲେଟମାନେ ରେକର୍ଡ ସଂଖ୍ୟକ ପଦକ ଜିତିଛନ୍ତି। ଭାରତ ପାରା ଅଲିମ୍ପିକ୍ସରେ ୭ ସ୍ୱର୍ଣ୍ଣ ସହ ମୋଟ ୨୯ଟି ପଦକ କବଜା କରିଛି। ପୂର୍ବରୁ କୌଣସି ପାରା ଅଲିମ୍ପିକ୍ସରେ ଭାରତ ଏତେ ସଂଖ୍ୟକ ପଦକ ଜିତି ନଥିଲା। ଏହି ଐତିହାସିକ ସଫଳତା ପାଇଁ ଆଜି ଭାରତ ସରକାର ପଦକ ବିଜେତାଙ୍କ ପାଇଁ ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି।
ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତୀୟ ଆଥଲେଟମାନେ ଐତିହାସିକ ସଫଳତା ପାଇଁ ଆଜି ଭାରତ ସରକାର ପଦକ ବିଜେତାଙ୍କ ପାଇଁ ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି।
