ଫେବୃଆରୀ ୧୭ରେ ଓଡ଼ିଶା ବିଧାନସଭାରେ ଉପସ୍ଥାପନ ହେବ ବଜେଟ୍
ଭୁବନେଶ୍ଵର: ଫେବ୍ରୁଆରୀ ୧୩ ତାରିଖରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭା।
ଫେବ୍ରୁଆରୀ ୧୭ ତାରିଖରେ ବଜେଟ୍ ଉପସ୍ଥାପନ ହେବ।
ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ଅଧିବେଶନ।
ଏପ୍ରିଲ ୫ ତାରିଖ ଯାଏଁ ଦୁଇଟି ପର୍ଯ୍ୟାୟରେ ଚାଲିବ ଅଧିବେଶନ।
ଫେବ୍ରୁଆରୀ ୨୧ ଯାଏଁ ଚାଲିବ ପ୍ରଥମ ପର୍ଯ୍ୟାୟ ଅଧିବେଶନ ।
ଫେବ୍ରୁଆରୀ ୨୨ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଅଧିବେଶନ ବନ୍ଦ ରହିବ।
ମାର୍ଚ୍ଚ ୭ରୁ ଏପ୍ରିଲ ୫ ପର୍ଯ୍ୟନ୍ତ ୨ୟ ପର୍ଯ୍ୟାୟ ଅଧିବେଶନ।