ବରଗଡ଼:ବରଗଡ଼ର ବିଶ୍ବପ୍ରସିଦ୍ଧ ଧନୁଯାତ୍ରା ଲାଗି ରାଜ୍ୟ ସରକାର ଅନୁଦାନ ରାଶି ଦେଢ଼ କୋଟିକୁ ବୃଦ୍ଧି କରିଛନ୍ତି। ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଓଡ଼ିଶା ସରକାରଙ୍କ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।
ବରଗଡ଼ର ବିଶ୍ବପ୍ରସିଦ୍ଧ ଧନୁଯାତ୍ରା ଲାଗି ରାଜ୍ୟ ସରକାର ଅନୁଦାନ ରାଶି ଦେଢ଼ କୋଟିକୁ ବୃଦ୍ଧି କରିଛନ୍ତି।
