ବରଗଡ ୭,୧୧(ଭବାନୀ ଶଙ୍କର ପାଢ଼ୀ) ବରଗଡ ଜିଲ୍ଲା ଥୁଆପାଲି ବଡ କେନାଲ ଠାରେ ବିହାରୀ ସଂପ୍ରଦାୟର ଛଟ୍ ପୂଜା ଆରମ୍ଭ ହୋଇଯାଇଛି।ଏଥିରେ ଅସ୍ତଗାମୀ ସୂର୍ଯ୍ୟ ଓ ଉଦୟ ସୂର୍ଯ୍ୟ ଦେବତାଙ୍କୁ ବିଭିନ୍ନ ପ୍ରକାର ଫଳମୂଳ ଲାଗି ପୂଜାକରାଯାଏ । ଏହି ଛଟ୍ ପୂଜା ଫଳରେ ସନ୍ତାନ ପ୍ରାପ୍ତି, ପରିବାର ରେ ସୁଖ ଶାନ୍ତି ଓ ମନୋସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି ବିଶ୍ଵାସ ରହିଆସିଛି । ଏହି ଅବସରରେ ଅତିଥି ଭାବେ ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମ ରେ ଭୋଲା ସାହାନୀ, ଶିବ କୁମାର ଚୌଧୁରୀ, ମନିଶ ସିଂ, ବିକେଶ ସାହାନୀ, ସୁରେଶ ଶର୍ମା ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ।
Related Posts
ଚକାପାଦ ଠାରେ ଭଗବାନ୍ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ଧୂମଧାମରେ ପାଳନ
ଚକାପାଦ ଠାରେ ଭଗବାନ୍ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ଧୂମଧାମରେ ପାଳନ…କନ୍ଧମାଳ :- (ରିପୋର୍ଟ କୁନା ଦିଗାଲ ) ଚକାପାଦ ବ୍ଲକ ଠାରେ ଜନଜାତୀୟ ଗୌରବ ଦିବସ…
ବିର୍ସା ମୁଣ୍ଡା ଙ୍କ ୧୫୦ ତମ ଜୟନ୍ତୀ ସମାରୋହ।
ବିର୍ସା ମୁଣ୍ଡା ଙ୍କ ୧୫୦ ତମ ଜୟନ୍ତୀ ସମାରୋହ। ଟିକିରି ୧୫/ ୧୧ରାୟଗଡ଼ା ଜିଲ୍ଲା କାଶିପୁର ବ୍ଳକ ଅନ୍ତର୍ଗତ ଦୁଡୁକାବାଲ ପଞ୍ଚାୟତ ଆଦିବାସୀ ଐତିହ୍ୟ କେନ୍ଦ୍ର ତୋଟାଗୁଡା…
ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ
ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ .. ଗଜପତି(ମନୋଜ ପାଢୀ/ ୨୯/୧୦/୨୪ଜିଲ୍ଲା ଶ୍ରମ ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ…