ବରଗଡ ୭,୧୧(ଭବାନୀ ଶଙ୍କର ପାଢ଼ୀ) ବରଗଡ ଜିଲ୍ଲା ଥୁଆପାଲି ବଡ କେନାଲ ଠାରେ ବିହାରୀ ସଂପ୍ରଦାୟର ଛଟ୍ ପୂଜା ଆରମ୍ଭ ହୋଇଯାଇଛି।ଏଥିରେ ଅସ୍ତଗାମୀ ସୂର୍ଯ୍ୟ ଓ ଉଦୟ ସୂର୍ଯ୍ୟ ଦେବତାଙ୍କୁ ବିଭିନ୍ନ ପ୍ରକାର ଫଳମୂଳ ଲାଗି ପୂଜାକରାଯାଏ । ଏହି ଛଟ୍ ପୂଜା ଫଳରେ ସନ୍ତାନ ପ୍ରାପ୍ତି, ପରିବାର ରେ ସୁଖ ଶାନ୍ତି ଓ ମନୋସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି ବିଶ୍ଵାସ ରହିଆସିଛି । ଏହି ଅବସରରେ ଅତିଥି ଭାବେ ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମ ରେ ଭୋଲା ସାହାନୀ, ଶିବ କୁମାର ଚୌଧୁରୀ, ମନିଶ ସିଂ, ବିକେଶ ସାହାନୀ, ସୁରେଶ ଶର୍ମା ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ।
Related Posts

ଭୁବନେଶ୍ବରରେ ମୋଦିଙ୍କ ରୋଡ୍ ସୋ ଅନୁଷ୍ଠିତ
ଭୁବନେଶ୍ବରରେ ମୋଦିଙ୍କ ରୋଡ୍ ସୋ ଅନୁଷ୍ଠିତ ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୋଡ ସୋ ଅନୁଷ୍ଠତ ହୋଇଛି।ବିଜେପି ରାଜ୍ୟ କାର୍ଯ୍ୟାଳୟରୁ ଆରମ୍ଭ ହୋଇ ରୋଡ୍…

ମୁମ୍ବାଇ ଟେଷ୍ଟରେ ୨୫ ରନରେ ହାରିଲା ଭାରତ
ମୁମ୍ବାଇ ଟେଷ୍ଟରେ ୨୫ ରନରେ ହାରିଲା ଭାରତ ୧୪୭ ଟାର୍ଗେଟକୁ ପିଛା କରି ଭାରତ ୧୨୧ ରନରେ ଅଲଆଉଟ୍ଏ!ଜାଜ ପଟେଲଙ୍କୁ ସର୍ବାଧିକ ୬, ଫିଲିପ୍ସଙ୍କୁ ୩ ୱିକେଟ!

ଶିମିଳିପାଳ ଅଭୟାରଣ୍ୟରେ ବାଘୁଣୀ ‘ଯମୁନା’।
ଶିମିଳିପାଳ ଅଭୟାରଣ୍ୟରେ ବାଘୁଣୀ ‘ଯମୁନା’। ଭୁବନେଶ୍ଵର: ଶିମିଳିପାଳ ଅଭୟାରଣ୍ୟ କୋର୍ ଏରିଆରେ ବାଘୁଣୀ ଯମୁନାକୁ ଛଡ଼ାଯାଇଛି। ଶିମିଳିପାଳରେ ମହାବଳ ବାଘ ବଂଶ ବିସ୍ତାର କରିବା ଦିଗରେ କାମ…