ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକର କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ନାମକ ଜୈନିକ କନିଷ୍ଠ ଯନ୍ତ୍ରୀ ଜଣେ ଚାଷୀଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ୬ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି। ସୂଚନା ଅନୁସାରେ ବେଲପଡା ବ୍ଲକ କନ୍ଧେନଝୁଲା ଗ୍ରାମର ଦୈନିକ ଚାଷୀ ତାଙ୍କ ଜମିରେ ନରେଗା ଯୋଜନାରେ ଏକ ଫାର୍ମ ପଣ୍ଡ ଖୋଲିଥିଲେ। ଏହାର ବିଲ କରିବା ପାଇଁ ବ୍ଲକରେ ଥିବା କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁଙ୍କ ପାଖକୁ ବାରମ୍ବାର ଦୌଡିଥିଲେ। ହେଲେ ସେ ଟଙ୍କା ନ ଦେଲେ ବିଲ କରାଯିବ ନାଙିଁ ବୋଲି କହି ତାଙ୍କର ୩୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ।
Related Posts
ସାଂସଦ ପ୍ରଦୀପ ପାଣିଗ୍ରାହୀ ସମସ୍ତ ମାମଲାରେ ଦୋଷମୁକ୍ତ ।
*ସାଂସଦ ଡଃ ପ୍ରଦୀପ ପାଣିଗ୍ରାହୀ ସମସ୍ତ ମାମଲାରେ ନିର୍ଦ୍ଦୋଷସାବ୍ୟସ୍ତ ସାଂସଦ ପ୍ରଦୀପ ପାଣିଗ୍ରାହୀ ସମସ୍ତ ମାମଲାରେ ଦୋଷମୁକ୍ତ । ଗଞ୍ଜାମ:ଆଜି ୩ଟି ମାମଲାରୁ ଦୋଷମୁକ୍ତ କରିଛନ୍ତି ବ୍ରହ୍ମପୁର…
ସୀମାନ୍ତ ତେଲେଙ୍ଗାନା ପୁଲିସକୁ ମିଳିଛି ବଡ଼ ସଫଳତା। ୧ କୋଟି ଘୋଷିତ କେନ୍ଦ୍ରୀୟ କମିଟିର ସଦସ୍ୟାକୁ ପୁଲିସ ଗିରଫ କରିଛି।
ମାଲକାନଗିରି: ସୀମାନ୍ତ ତେଲେଙ୍ଗାନା ପୁଲିସକୁ ମିଳିଛି ବଡ଼ ସଫଳତା। ୧ କୋଟି ଘୋଷିତ କେନ୍ଦ୍ରୀୟ କମିଟିର ସଦସ୍ୟାକୁ ପୁଲିସ ଗିରଫ କରିଛି। ଗୁଇନ୍ଦା ସୂତ୍ରରୁ ଖବର ପାଇ…
ଗ୍ରାହକ ସୁବିଧା ନିମନ୍ତେ ସ୍ମାର୍ଟ୍ ୱାର୍କଶୋପ ଉଦଘାଟିତ
ଗ୍ରାହକ ସୁବିଧା ନିମନ୍ତେ ସ୍ମାର୍ଟ୍ ହୋଣ୍ଡା ୱାର୍କଶୋପ ଉଦଘାଟିତ ରାୟଗଡା ସହରର ନାମୀ ବ୍ରାଣ୍ଡର ବାଇକ ହୋଣ୍ଡା ଶୋ ରୁମର ଗ୍ରାହକ ଚାହିଦା ବୃଦ୍ଧି ପାଉଥିବା ଦୃଷ୍ଟିରେ…