ମୁମ୍ବାଇ: ବଲିଉଡ୍ ଅଭିନେତା ତଥା ଶିବସେନା ନେତା ଗୋବିନ୍ଦା ମଙ୍ଗଳବାର ଦିନ ଗୁଳିମାଡ଼ର ଶିକାର ହୋଇ ମୁମ୍ବାଇର ଏକ ଡାକ୍ତରଖାନାର ଆଇସିୟୁ ଭର୍ତ୍ତି ହୋଇଥିଲେ । ଆଇସିୟୁରେ ତାଙ୍କ ଗୋଡ଼ରେ ୧୦ଟି ସିଲେଇ ପଡ଼ିଛି। ଚିକିତ୍ସା ପରେ ଏବେ ସେ ସୁସ୍ଥ ଥିବା ଡାକ୍ତରଙ୍କ ପକ୍ଷରୁ ପ୍ରକାଶ।
Related Posts
କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି
କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ଭୁବନେଶ୍ୱର: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ।ବାୟୁମଣ୍ଡଳର ଉପରି ଭାଗରେ ୫.୮ କିମି ଯାଏଁ ବ୍ୟାପ୍ତ ରହିଛି।ଆସନ୍ତା ୨୧…
ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ଘଟିଛି।
ଶ୍ରୀ ଭଣ୍ଡାରେଙ୍କ ବିୟୋଗରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି।ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ…
ପୋର୍ଟାଲ ସାମ୍ବାଦିକ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହାତାହାତି।
ଘରୋଇ ହସ୍ପିଟାଲରେ ଉତ୍ତେଜନା। ଭୁବନେଶ୍ୱର: ପୋର୍ଟାଲ ସାମ୍ବାଦିକ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହାତାହାତି। ଜଣେ ଅଟୋଚାଳକ ଗତକାଲି ବିଦ୍ୟୁତ ସଂସ୍ପର୍ଶରେ ଆସି ଆହତ ହୋଇଥିଲେ। ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ…