ବାତ୍ୟା ‘ଦାନା’ ଯୋଗୁ ବାଲେଶ୍ୱର ଜିଲ୍ଲାରେ ଉପୁଜିଛି ବନ୍ୟା ସ୍ଥିତି।

ବାତ୍ୟା ‘ଦାନା’ ଯୋଗୁ ବାଲେଶ୍ୱର ଜିଲ୍ଲାରେ ଉପୁଜିଛି ବନ୍ୟା ସ୍ଥିତି।

ଭୁବନେଶ୍ଵର :ଲଗାଣ ବର୍ଷା ହେତୁ ପାଣି ଉଛୁଳି ପରିସ୍ଥିତି ଧୀରେ ଧୀରେ ଅଣାୟତ୍ତ ହେବାକୁ ଲାଗିଛି। ପାଣି ପ୍ରଖର ସ୍ରୋତରେ ପ୍ରବାହିତ ହେବାରୁ ବାଲେଶ୍ୱର ଜିଲ୍ଲାର ୧୦ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଛି

Leave a Reply

Your email address will not be published. Required fields are marked *