ବାଲେଶ୍ୱର:ବାଲେଶ୍ୱର ଜିଲ୍ଲା ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରୁଛି । ଓଡ଼ିଶା ସମେତ ପଶ୍ଚିମବଙ୍ଗରେ ତାଙ୍କର ୧୦୦ରୁ ଅଧିକ ପ୍ଲଟ୍ ରହିଛି ବୋଲି ଜଣାପଡ଼ିଛି। ଆଜି ସକାଳୁ ହୋଇଥିବା ଚଢ଼ାଉରେ ବାବୁଙ୍କ ଏପରି ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ। ଏସବୁ ଅମାପ ସମ୍ପତ୍ତିର ମାଲିକ ହେଉଛନ୍ତି ବାଲେଶ୍ୱର ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନ।
Related Posts

ଆସନ୍ତା ୨୭ତାରିଖରେ ଜିଲ୍ଲାପାଳ ସମ୍ମିଳନୀ ହେବ ।
ଭୁବନେଶ୍ୱର:ଆସନ୍ତା ୨୭ତାରିଖରେ ଜିଲ୍ଲାପାଳ ସମ୍ମିଳନୀ ହେବ । ରାଜ୍ୟରେ କ୍ଷମତାକୁ ଆସିବାର ପ୍ରାୟ ସାଢ଼େ ୩ମାସ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ସରକାର ନିଜର…

ପରଲୋକରେ ପୂର୍ବତନ ବିଧାୟକ ବିଜୟ କୁମାର ମହାନ୍ତି ।
ଭୁବନେଶ୍ବର: ପରଲୋକରେ ପୂର୍ବତନ ବିଧାୟକ ବିଜୟ କୁମାର ମହାନ୍ତି । ଆଜି ତାଙ୍କର ନିଧନ ହୋଇଛି। ସେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି।…

ଆନ୍ଧ୍ରପ୍ରଦେଶର ଅନାକାପଲ୍ଲେ ଏସେନ୍ସିଆ ଔଷଧ ତିଆରି କମ୍ପାନୀ ବିସ୍ଫୋରଣ ଘଟଣାରେ ଚାରି ଜଣଙ୍କ ମୃତ୍ୟୁ।
ଆନ୍ଧ୍ରପ୍ରଦେଶର ଅନାକାପଲ୍ଲେ ଜିଲ୍ଲାରେ ଥିବା ଏକ ଔଷଧ ତିଆରି କମ୍ପାନୀରେ ବିସ୍ଫୋରଣ ଘଟିଛି। ଏଥିରେ ୧୮ ଜଣ ଲୋକ ଗୁରୁତର ଭାବେ ଆହତ ହୋଇଛନ୍ତି। ସମସ୍ତଙ୍କୁ ଏନଟିଆର…