ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପୂର୍ବପରି ଚାଲୁ ରହିବ: ଓଡ଼ିଶା ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ବିଷୟରେ ଗଣମାଧ୍ୟମରୁ ସୂଚନା ପାଇଲି । ନାମ ପରିବର୍ତ୍ତନ ନେଇ କୌଣସି ବିଧିବଦ୍ଧ ନିଷ୍ପତ୍ତି ହୋଇନାହିଁ । ମୋ ସରକାର ଓଡ଼ିଶାର ବରପୁତ୍ର ମାନଙ୍କୁ ଯଥୋଚିତ ସମ୍ମାନ ଦିଏ । ବିଜୁ ବାବୁ ନିଜର ଦୀର୍ଘ ଦଶନ୍ଧିର ରାଜନୈତକ ଓ ସାମାଜିକ ଜୀବନରେ କରିଥିବା ଅବଦାନ ସ୍ମରଣୀୟ ହୋଇ ରହିବ ।ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପୂର୍ବପରି ଚାଲୁ ରହିବ ।
Related Posts

ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ବାର
ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ବାର ଭୁବନେଶ୍ବର: (ଅଭିଷେକ ମହାନ୍ତି) ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପ୍ରଥମ…

ଜୀବନ ରଙ୍ଗମଞ୍ଚରେ ଅଭିନୟ ସାରି ବାହୁଡ଼ିଗଲେ ଉତ୍ତମ।
ଭୁବନେଶ୍ବର, ୨୭/୨(ଇମିସ): ଓଲିଉଡ୍ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଆଉ ନାହାନ୍ତି। ଲିଭର ସିରୋସିସ୍ ରୋଗରେ ପୀଡ଼ିତ ହୋଇ ଗୁରୁଗାଓଁ ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଆଜି…

ପରଲୋକରେକ୍ରିକେଟରଅଂଶୁମାନ
ପରଲୋକରେକ୍ରିକେଟରଅଂଶୁମାନ ନୂଆଦିଲ୍ଲୀ:ଟିମ୍ ଇଣ୍ଡିଆର ପୂର୍ବତନ କ୍ରିକେଟର ଅଂଶୁମାନ ଗାଏକ୍ବାଡଦୀର୍ଘ ଦିନ ଧରି ରକ୍ତ କର୍କଟ ରୋଗରେ ପୀଡ଼ିତ ଥିଲେ!୭୧ ବର୍ଷ ବୟସରେ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ!