ଭୁବନେଶ୍ଵର:ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ଦଳରେ ବଢ଼ୁଥିବା ତୀବ୍ର ଗୋଷ୍ଠୀକନ୍ଦଳ ଓ ବୟାନବାଜି ଉପରେ ଲଗାମ ଦେବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆସନ୍ତା ୨୭ତାରିଖରେ ଶଙ୍ଖଭବନରେ ଏକ ଜରୁରୀ ବୈଠକ ଡାକିଛନ୍ତି । ଦଳର ୧୫ଜଣିଆ ସମନ୍ୱୟ କମିଟି ସଦସ୍ୟମାନଙ୍କ ସମେତ ଆଉ ୩ଟି ନୂଆ କମିଟିର ୬୦ଜଣିଆ ସଦସ୍ୟ ଓ ସମସ୍ତ ସାଂଗଠନିକ ଜିଲ୍ଲା ସଭାପତିମାନଙ୍କୁ ଏହି ବୈଠକରେ ସାମିଲ ହେବା ପାଇଁ ଦଳ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧି ଜୟନ୍ତୀରୁ ଦଳର ପଦଯାତ୍ରା କାର୍ଯ୍ୟକ୍ରମ ଆରମ୍ଭ ହେବା ପୂର୍ବରୁ ‘ଦଳରେ ସବୁକିଛି ଠିକ୍ ଚାଲିଛି’ ବୋଲି ସନ୍ଦେଶ ଦେବାକୁ ବିଜେଡି ଯୋଜନା କରିଥିବା ଚର୍ଚ୍ଚା ହେଉଛି
Related Posts

ବିପ୍ଳବୀ ଶହୀଦ୍ ବିର୍ସା ମୁଣ୍ଡାଙ୍କ ୧୫୦ତମ ପୂଣ୍ୟ ଜୟନ୍ତୀ ଅବସରରେ “ଜନଜାତି ଗୌରବ ବର୍ଷ” ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ
ବିପ୍ଳବୀ ଶହୀଦ୍ ବିର୍ସା ମୁଣ୍ଡାଙ୍କ ୧୫୦ତମ ପୂଣ୍ୟ ଜୟନ୍ତୀ ଅବସରରେ “ଜନଜାତି ଗୌରବ ବର୍ଷ” ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଭୁବନେଶ୍ୱର: ବିଶିଷ୍ଟ ଆଦିବାସୀ ନେତା ତଥା ଭାରତୀୟ…

ତିରୁପତି ମନ୍ଦିରରେ ଦଳାଚକଟା ଯୋଗୁଁ ୪ ଜଣଙ୍କର ମୃତ୍ୟୁ
ତିରୁପତି ମନ୍ଦିରରେ ଦଳାଚକଟା ଯୋଗୁଁ ୪ ଜଣଙ୍କର ମୃତ୍ୟୁ ହୋଇଛି। ଦଳାଚକଟାରେ ଅନେକ ଲୋକ ଆହତ ହୋଇଥିବା ଖବର ରହିଛି।

ପୂର୍ବତନ ବିଧାୟକ ମକରଧ୍ବଜ ପ୍ରଧାନଙ୍କ ଦେହାନ୍ତରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଶୋକ ପ୍ରକାଶ
ପୂର୍ବତନ ବିଧାୟକ ମକରଧ୍ବଜ ପ୍ରଧାନଙ୍କ ଦେହାନ୍ତରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଶୋକ ପ୍ରକାଶ ଭୁବନେଶ୍ବର: ପୂର୍ବତନ ବିଧାୟକ ମକରଧ୍ବଜ ପ୍ରଧାନଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ…