ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ପକ୍ଷରୁ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ (ସିଭିଲ) ପ୍ରସନ୍ନ କୁମାର ସ୍ୱାଇଁଙ୍କ ଘରେ ଚଢ଼ାଉ କରାଯାଇଥିବା ବେଳେ ତାଙ୍କର ୬ଟି ବହୁତଳ କୋଠା ଠାବ କରାଯାଇଛି। ସେଥିରୁ ୨ଟି ୪ ମହଲା ବିଶିଷ୍ଟ ହୋଇଥିବା ବେଳେ ୨ଟି ୩ ମହଲା ଓ ଆଉ ୨ଟି ୨ ମହଲା ବିଶିଷ୍ଟ କୋଠା। ଏହା ବ୍ୟତୀତ ତାଙ୍କର ୫ଟି ବାସୋପଯୋଗୀ ପ୍ଲଟ ଅଛି।
Related Posts

ଫୁଲବାଣୀକୁ ରେଳ ପଥ ସଂଯୋଗ ଦାବିରେ ନାଗରିକ କମିଟି ତରଫରୁ ଆସନ୍ତା ୨ ରେ ଗଣଧାରଣା ପାଇଁ ପ୍ରସ୍ତୁତି ବୈଠକ
ଫୁଲବାଣୀକୁ ରେଳ ପଥ ସଂଯୋଗ ଦାବିରେ ନାଗରିକ କମିଟି ତରଫରୁ ଆସନ୍ତା ୨ ରେ ଗଣଧାରଣା ପାଇଁ ପ୍ରସ୍ତୁତି ବୈଠକ.. କନ୍ଧମାଳ 🙁 ରିପୋର୍ଟ କୁନା ଦିଗାଲ…

ସଳପଗାଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବନମହୋତ୍ସବ ପାଳନ
ସଳପଗାଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବନମହୋତ୍ସବ ପାଳନ…. କନ୍ଧମାଳ :-(ରିପୋର୍ଟ କୁନା ଦିଗାଲ )କନ୍ଧମାଳ ଜିଲ୍ଲା ଟିକାବାଲି ବ୍ଲକ ଅନ୍ତର୍ଗତ କଟିମାହା ଗ୍ରାମପଞ୍ଚାୟତ ନିକଟସ୍ଥ ଓଡ଼ିଶା ଆଦର୍ଶ…

ପଧାନପଡ଼ା ବିଦ୍ୟାଳୟ ଠାରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ
ପଧାନପଡ଼ା ବିଦ୍ୟାଳୟ ଠାରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ… କନ୍ଧମାଳ :- (ରିପୋର୍ଟ କୁନା ଦିଗାଲ )କନ୍ଧମାଳ ଜିଲ୍ଲା ଟିକାବାଲି ବ୍ଲକ ଅନ୍ତର୍ଗତ କଟିମାହା ଗ୍ରାମପଞ୍ଚାୟତ ନିକଟସ୍ଥ…