ନୂଆଦିଲ୍ଲୀ : ଖୋ ଖୋର ପ୍ରଥମ ବିଶ୍ୱ ବିଜେତା ଦଳ ପାଲଟିଛି ଭାରତ । ଜାନୁଆରୀ ୧୯ ତାରିଖ ରବିବାର ନୂଆଦିଲ୍ଲୀରେ ଖେଳାଯାଇଥିବା ଫାଇନାଲରେ ଭାରତୀୟ ମହିଳା ଦଳ ଏକତରଫା ଢଙ୍ଗରେ ନେପାଳକୁ ୩୮ ପଏଣ୍ଟ ବ୍ୟବଧାନରେ ସହଜରେ ପରାସ୍ତ କରି ଟାଇଟଲ ଜିତିଥିଲା। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ୍ ପରଠାରୁ କ୍ରମାଗତ ଭାବେ ଆଧିପତ୍ୟ ବଜାୟ ରଖିଥିବା ଭାରତୀୟ ମହିଳା ଦଳ ଫାଇନାଲରେ ସମାନ ଶୈଳୀ ଜାରି ରଖି ନେପାଳକୁ ୭୮-୪୦ ସ୍କୋରରେ ପରାସ୍ତ କରି ଚାମ୍ପିଅନସିପ୍ ଦଖଲ କରିଛି।
Related Posts
India Scripts History in Space Exploration with Successful Docking
*HISTORIC ACHIEVEMENT: INDIA SUCCESSFULLY COMPLETES SPACECRAFT DOCKING* New Delhi,(Kishor) January 17, 2025: In a groundbreaking milestone, India has become the…
ତୃତୀୟ ଦିନରେ ପହଞ୍ଚିଲା ହରିଦ୍ୱାରରେ ଶ୍ରୀଜଗନ୍ନାଥ ପାଞ୍ଚରାତ୍ର କାର୍ଯ୍ୟକ୍ରମ
ତୃତୀୟ ଦିନରେ ପହଞ୍ଚିଲା ହରିଦ୍ୱାରରେ ଶ୍ରୀଜଗନ୍ନାଥ ପାଞ୍ଚରାତ୍ର କାର୍ଯ୍ୟକ୍ରମ ଭୁବନେଶ୍ୱର: (ଅଭିଷେକ ମହାନ୍ତ)ଭୁବନେଶ୍ୱର ଶ୍ରୀଜଗନ୍ନାଥ ପାଞ୍ଚରାତ୍ର ପ୍ରଚାର ସମିତି ପକ୍ଷରୁ ହରିଦ୍ୱାରରେ ମହାପ୍ରଭୁଙ୍କ ପ୍ରଚାର ଓ ପ୍ରସାର…
୭୬ତମ ଭୁବନେଶ୍ୱର ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ |
ଭୁବନେଶ୍ୱର: ଆଜି ୭୬ତମ ଭୁବନେଶ୍ୱର ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଅବସରରେ ସକାଳେ ଓଡିଶା ବିଧାନସଭା ସମ୍ମୁଖସ୍ଥ ରାଜଧାନୀ ଶିଳାନ୍ୟାସ ଫଳକରେ ପୁଷ୍ପଗୁଚ୍ଛ ଅର୍ପଣ ପୂର୍ବକ ପ୍ରତିଷ୍ଠା…