ଭାରତୀୟ ସମ୍ବିଧାନର ସ୍ଥପତି, ସାମାଜିକ ନ୍ୟାୟର ପ୍ରତୀକ ‘ଭାରତ ରତ୍ନ’ ବାବାସାହେବ ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ।ସାମାଜିକ ନ୍ୟାୟ, ସମରସତା ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧର ପ୍ରତିଷ୍ଠା ପାଇଁ ତାଙ୍କର ଅତୁଳନୀୟ ଅବଦାନ ଆମ ଗଣତନ୍ତ୍ରକୁ ସୁଦୃଢ଼ କରିଛି। ଏକ ପ୍ରଗତିଶୀଳ ଓ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ତାଙ୍କର ଆଦର୍ଶ ଆମ ସମସ୍ତଙ୍କ ପାଇଁ ସଦା ପ୍ରେରଣାଦାୟୀ।
ଭାରତୀୟ ସମ୍ବିଧାନର ସ୍ଥପତି, ସାମାଜିକ ନ୍ୟାୟର ପ୍ରତୀକ ‘ଭାରତ ରତ୍ନ’ ବାବାସାହେବ ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ
