ଭୀଷଣ ବାତ୍ୟାରେ ପରିଣତ ହେଲା ‘ରେମାଲ’

ଭୀଷଣ ବାତ୍ୟାରେ ପରିଣତ ହେଲା ‘ରେମାଲ’

ଭୁବନେଶ୍ୱର: ବଙ୍ଗୋପସାଗରରେ ଭୀଷଣ ବାତ୍ୟାର ରୂପ ନେଲା ‘ରେମାଲ’।ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେଲା ‘ରେମାଲ’।ଆଜି ମଧ୍ୟରାତ୍ରୀ ସୁଦ୍ଧା ସାଗର ଦ୍ୱୀପ ଓ ଖେପୁପରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା।ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ।ତେବେ ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *