ଭୁବନେଶ୍ବର ଚାଲିବଡବଲ୍_ଡେକର୍!
-ଡବଲ୍ ଡେକର୍ ଇ-ବସ୍ ପାଇଁ ଟେଣ୍ଡର ଆହ୍ବାନ
-ଟେଣ୍ଡର ଆହ୍ବାନ କଲା CRUT
-ଘରୋଇ ସଂସ୍ଥାଙ୍କୁ ଟେଣ୍ଡର୍ ଆହ୍ବାନ କଲା CRUT
-ଖୋର୍ଦ୍ଧା, ପୁରୀ, କଟକ ଜିଲ୍ଲା ପାଇଁ ଯୋଜନା
-ପ୍ରଥମ ପର୍ଯ୍ୟାୟରେ ଆସିବ ୫ଟି ଡବଲ୍ ଡେକର୍ .
-ଡବଲ୍ ଡେକର୍ ଇ-ବସ୍ ପାଇଁ ୧୦ ବର୍ଷିଆ ଚୁକ୍ତି ହେବ
-ସପ୍ଲାଏ, ଅପରେସନ୍, ମେଣ୍ଟେନାନ୍ସ ଓ କର୍ମଚାରୀ ସଂପୃକ୍ତ ସଂସ୍ଥା ଯୋଗାଇବ
-ଆବଶ୍ୟକ ପଡ଼ିଲେ ଆହୁରି ୨ ବର୍ଷ ବଢ଼ା ଯାଇପାରେ ଚୁକ୍ତି.
ଭୁବନେଶ୍ବର ଚାଲିବଡବଲ୍_ଡେକର୍
