ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ତାଙ୍କ ସଂସଦୀୟ କ୍ଷେତ୍ରରେ ୪ଟି ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ସହଯୋଗ ଲୋଡ଼ିଛନ୍ତି। ମୁଖ୍ୟମନ୍ତ୍ରୀ ମଧ୍ୟ ଏହି ସମସ୍ତ ୪ଟି ପ୍ରକଳ୍ପ ପାଇଁ ଆବଶ୍ୟକ କାର୍ଯ୍ୟ ଆରମ୍ଭ ନିମନ୍ତେ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ମା’ ଉଗ୍ରତାରା ପୀଠର ବିକାଶ ଓ ଜଟଣୀ ତହସିଲର ବିଂଝଗିରିଠାରେ ଜାତୀୟ ଯୋଗ ଓ ନେଚରପ୍ୟାଥି ଗବେଷଣା ପ୍ରତିଷ୍ଠାନ ପାଇଁ ଆବଶ୍ୟକ ଜମି, ଭୁବନେଶ୍ୱରର ୪ ନମ୍ବର ମାଛ ମାର୍କେଟକୁ ପଳାସୁଣୀକୁ ସ୍ଥାନାନ୍ତର ଏବଂ ଭୁବନେଶ୍ୱରରେ ନ୍ୟାସନାଲ ଗ୍ୟାଲେରୀ ଅଫ ମଡ଼ର୍ଣ୍ଣ ଆର୍ଟର ଆଂଚଳିକ ଶାଖା ଖୋଲିବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିବା ଭଳି ୪ଟି ପ୍ରସଙ୍ଗରେ ସାଂସଦ ଶ୍ରୀମତୀ ଷଡ଼ଙ୍ଗୀ ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ଜଣାପଡ଼ିଛି ।
Related Posts
ବ୍ରାଜିଲରେ ଅନୁଷ୍ଠିତ ଜି-20 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ବିଦାୟୀ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟିଛନ୍ତି।
ବ୍ରାଜିଲରେ ଅନୁଷ୍ଠିତ ଜି-20 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ବିଦାୟୀ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟିଛନ୍ତି। ଏହି ସମୟର ଏକ ଫଟୋ ମୋଦି ନିଜ…
ଗଜପତି ଜିଲ୍ଲା ସ୍ତରୀୟ ଖରିଫ ଧାନ କ୍ରୟ ପାଇଁ ଚାଷୀ ପଞ୍ଜିକରଣ ପ୍ରଚାର ରଥ ଶୁଭାରମ୍ଭ
ଗଜପତି ଜିଲ୍ଲା ସ୍ତରୀୟ ଖରିଫ ଧାନ କ୍ରୟ ପାଇଁ ଚାଷୀ ପଞ୍ଜିକରଣ ପ୍ରଚାର ରଥ ଶୁଭାରମ୍ଭ —(ରଥ ବୁଲି ବୁଲି ଚାଷୀଙ୍କ ଅବଗତି ନିମନ୍ତେ ପ୍ରଚାର କରୁଛି)…
ଜି.ସନୁକ ରାଓଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ଉଚ୍ଚ ଶିକ୍ଷା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ।
ଜି.ସନୁକ ରାଓଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ଉଚ୍ଚ ଶିକ୍ଷା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ । ଗଜପତି -୧୦/୮/୨୦୨୪ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଧେଶ…