ମନ୍ତ୍ରୀଙ୍କୁ_ବିଭାଗ_ବଣ୍ଟନ
-ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ
-ମୁଖ୍ୟମନ୍ତ୍ରୀଙ୍କ ପାଖରେ ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ
-ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରଖିଲେ ମୁଖ୍ୟମନ୍ତ୍ରୀ
-ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହ ଦେଓ- କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତି
-ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା- ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ପର୍ଯ୍ୟଟନ
-ସୁରେଶ ପୂଜାରୀ- ରାଜସ୍ୱ, ବିପର୍ଯ୍ୟୟ ପରିଚାଳନା
-ରବି ନାୟକ- ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ**-ନିତ୍ୟାନନ୍ଦ ଗଣ୍ଡ- ବିଦ୍ୟାଳୟ ଓ ଗଣଶିକ୍ଷା, SC/ST ଉନ୍ନୟନ, ସଂଖ୍ୟାଲଘୁ
-କୃଷ୍ଣଚନ୍ଦ୍ର ପାତ୍ର- ଖାଦ୍ୟ ଯୋଗାଣ, ବିଜ୍ଞାନ ଓ ପ୍ରଯୁକ୍ତି
-ପୃଥ୍ୱୀରାଜ ହରିଚନ୍ଦନ- ଆଇନ୍, ପୂର୍ତ୍ତ, ଅବକାରୀ
-ମୁକେଶ ମହାଲିଙ୍ଗ- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର
-ବିଭୂତି ଭୂଷଣ ଜେନା- ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି
-କୃଷ୍ଣଚନ୍ଦ୍ର ମହାପାତ୍ର- ଗୃହ ଓ ନଗର ଉନ୍ନୟନ, ସାଧାରଣ ଉଦ୍ୟୋଗ