ଭୁବନେଶ୍ବର: ମହିଳାଙ୍କ ମାସିକଧର୍ମ (ଋତୁସ୍ରାବ) ଛୁଟି ନେଇ ରାଜ୍ୟ ସରକାରଙ୍କ ତରଫରୁ ନୂଆ ବିଜ୍ଞପ୍ତି ସାମ୍ନାକୁ ଆସିଛି। ମହିଳା କର୍ମଚାରୀଙ୍କୁ ଋତୁସ୍ରାବ ଛୁଟି ନେଇ ପୂର୍ବରୁ ଘୋଷଣା କରାଯାଇଥିବା ବେଳେ ଏବେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଋତୁସ୍ରାବ ପାଇଁ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ତେବେ ସରକାରୀ ମହିଳା କର୍ମଚାରୀ ୫୫ ବର୍ଷ ପୂରଣ ଯାଏଁ ଛୁଟି ନେଇପାରିବେ। ଗୋଟିଏ ମାସରେ ଗୋଟିଏ ଦିନହିଁ ଛୁଟି ମିଳିପାରିବ। ଅଣ ଉପଲବ୍ଧ ଛୁଟି ପରବର୍ତ୍ତୀ ମାସକୁ ଯାଇପାରିବ ନାହିଁ ବୋଲି ବିଜ୍ଞପ୍ତିରେ ସ୍ବଷ୍ଟ ଭାବେ ଉଲ୍ଲେଖ କରାଯାଇଛି।
Related Posts

୨୩ତମ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିୟନସିପ୍ ରେ ଓଡ଼ିଶାକୁ ସ୍ବର୍ଣ୍ଣ ପଦକ
୨୩ତମ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିୟନସିପ୍ ରେ ଓଡ଼ିଶାକୁ ସ୍ବର୍ଣ୍ଣ ପଦକ ଭୁବନେଶ୍ୱର: ୨୩ତମ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିୟନସିପ୍ ରେ ଓଡ଼ିଶାକୁ ସ୍ବର୍ଣ୍ଣ ପଦକ ମିଳିଛି।ଜାତୀୟ…

ରାଜ୍ୟରେ ୫୦ଟି ଅସ୍ବାଭାବିକ ହାତୀ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ
ରାଜ୍ୟରେ ଅସ୍ବାଭାବିକ ହାତୀ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଭୁବନେଶ୍ତଵର :ଦନ୍ତ ନିର୍ଦ୍ଦେଶ ଦେଲେ ଜଙ୍ଗଲ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ। ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଚିଠି…

ସରକାରୀ ଚାକିରିଆଙ୍କୁ ଦୁର୍ନୀତି ଗ୍ରାସିଛି। ବିନା ଲାଞ୍ଚରେ କୌଣସି କାମ ହୋଇପାରୁ ନାହିଁ।
ଭୁବନେଶ୍ବର: ସରକାରୀ ଚାକିରିଆଙ୍କୁ ଦୁର୍ନୀତି ଗ୍ରାସିଛି। ବିନା ଲାଞ୍ଚରେ କୌଣସି କାମ ହୋଇପାରୁ ନାହିଁ। ଜନସାଧାରଣଙ୍କର ସେବା ପାଇଁ ସରକାର ଲୋକଙ୍କୁ ଚାକିରି ଦେଉଛନ୍ତି। କିନ୍ତୁ ଯେଉଁ…