ଭୁବନେଶ୍ବର: ମହିଳାଙ୍କ ମାସିକଧର୍ମ (ଋତୁସ୍ରାବ) ଛୁଟି ନେଇ ରାଜ୍ୟ ସରକାରଙ୍କ ତରଫରୁ ନୂଆ ବିଜ୍ଞପ୍ତି ସାମ୍ନାକୁ ଆସିଛି। ମହିଳା କର୍ମଚାରୀଙ୍କୁ ଋତୁସ୍ରାବ ଛୁଟି ନେଇ ପୂର୍ବରୁ ଘୋଷଣା କରାଯାଇଥିବା ବେଳେ ଏବେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଋତୁସ୍ରାବ ପାଇଁ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ତେବେ ସରକାରୀ ମହିଳା କର୍ମଚାରୀ ୫୫ ବର୍ଷ ପୂରଣ ଯାଏଁ ଛୁଟି ନେଇପାରିବେ। ଗୋଟିଏ ମାସରେ ଗୋଟିଏ ଦିନହିଁ ଛୁଟି ମିଳିପାରିବ। ଅଣ ଉପଲବ୍ଧ ଛୁଟି ପରବର୍ତ୍ତୀ ମାସକୁ ଯାଇପାରିବ ନାହିଁ ବୋଲି ବିଜ୍ଞପ୍ତିରେ ସ୍ବଷ୍ଟ ଭାବେ ଉଲ୍ଲେଖ କରାଯାଇଛି।
Related Posts
କଳିଙ୍ଗ ଷ୍ଟାଡିଅମରେ ବ୍ୟାଡମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର ଉଦ୍ଘାଟିତ
କଳିଙ୍ଗ ଷ୍ଟାଡିଅମରେ ବ୍ୟାଡମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର ଉଦ୍ଘାଟିତ ଭୁବନେଶ୍ୱର: ଆଜି ଭୁବନେଶ୍ବରର କଳିଙ୍ଗ ଷ୍ଟାଡିଅମ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭାରତ ଗୋପୀଚନ୍ଦ…
ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ
ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ଭୁବନେଶ୍ୱର: ବର୍ଷାଋତୁରେ ସହରାଞ୍ଚଳରେ ଜଳ ନିଷ୍କାସନ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବାକୁ ଗୃହ ନିର୍ମାଣ…
ସଂରକ୍ଷିତ ଜଙ୍ଗଲରେ ୨ଟି ମାଓ କ୍ୟାମ୍ପ ଠାବ
ସୁବର୍ଣ୍ଣପୁର: ସଂରକ୍ଷିତ ଜଙ୍ଗଲରେ ୨ଟି ମାଓ କ୍ୟାମ୍ପ ଠାବ ମନମୁଣ୍ଡା ଥାନା ବାହାବାଲାଖୋଲ ସଂରକ୍ଷିତ ଜଙ୍ଗଲରେ ଠାବ!କନପା ଓ କୁଆକୁମୁଡା ଅଞ୍ଚଳରୁ ଠାବ କଲା ଡିଭିଏଫ୍ ଓ…