ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଲାଗିଲା ମାଓ ବିରୋଧୀ ପୋଷ୍ଟର। ସ୍ୱାଭିମାନ ଅଞ୍ଚଳର ସାରକୁବନ୍ଧ, ଜନ୍ତାପାଇ ଓ ବଣ୍ଡଘାଟିରେ ଲାଗିଛି ପୋଷ୍ଟର।ଆଦିବାସୀ ସୁରକ୍ଷା ମଞ୍ଚ ପକ୍ଷରୁ ଲାଗିଛି ଏହି ପୋଷ୍ଟର। ଆଦିବାସୀ ଯୁବକଯୁବତୀମାନଙ୍କୁ ମିଛ ପ୍ରଲୋଭନ ଦେଖାଇ ମାଓ ସଂଗଠନରେ ସାମିଲ କରି ନିର୍ଯାତନା ଦେଉଛନ୍ତି। ମୁଖ୍ୟତଃ ଯୁବତୀମାନଙ୍କୁ ଅଧିକା ନିର୍ଯାତନା ଦେଉଥିବା ପୋଷ୍ଟରରେ ଉଲ୍ଲେଖ ରହିଛି।
Related Posts

ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ତାଙ୍କ ସଂସଦୀୟ କ୍ଷେତ୍ରରେ ୪ଟି ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ସହଯୋଗ ଲୋଡ଼ିଛନ୍ତି।
ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ତାଙ୍କ ସଂସଦୀୟ କ୍ଷେତ୍ରରେ ୪ଟି ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ସହଯୋଗ ଲୋଡ଼ିଛନ୍ତି। ମୁଖ୍ୟମନ୍ତ୍ରୀ…

ଡେଙ୍ଗାସଖାଳ ପଂଚାୟତରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି
ଡେଙ୍ଗାସଖାଳ ପଂଚାୟତରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଆର,ଉଦୟଗିରି(ମନୋଜ କୁମାର ପାଢୀ/ ୧୩/୧/୨୫ -ଆଜି ଗଜପତି ଜିଲ୍ଲା ମୋହନା ବ୍ଲକ ଡେଙ୍ଗାସଖାଳ ପଂଚାୟତରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ…

ଖଜୁରୀପଡ଼ା ପଞ୍ଚାୟତ ସମିତି ବୈଠକରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା ଓ ଅସମ୍ମାନ
ଖଜୁରୀପଡ଼ା ପଞ୍ଚାୟତ ସମିତି ବୈଠକରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା ଓ ଅସମ୍ମାନ … କନ୍ଧମାଳ :- (ରିପୋର୍ଟ କୁନା ଦିଗାଲ )କନ୍ଧମାଳ ଜିଲ୍ଲାର ଖଜୁରୀପଡା ସଦରମହକୁମା ପଞ୍ଚାୟତ…