ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଲେ ଅରିନ୍ଦମ ଡାକୁଆ ଭୁବନେଶ୍ୱର: କଟକ ଜିଲ୍ଲାପାଳ ଶ୍ରୀ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି।ସେହିପରି ଜଗତସିଂହପୁର ଜିଲ୍ଲାପାଳ ଶ୍ରୀ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆ ଯାଇଛି।
Related Posts

ପରଲୋକରେ ପୂର୍ବତନ ମନ୍ତ୍ରୀ ଡମ୍ବୁରୁଧର ଉଲ୍ଲାକା
ପରଲୋକରେ ପୂର୍ବତନ ମନ୍ତ୍ରୀ ଡମ୍ବୁରୁଧର ଉଲ୍ଲାକା ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ଡମ୍ବୁରୁଧର ଉଲ୍ଲାକାଙ୍କ ଦେହାନ୍ତ ହୋଇଛି।୮୭ ବର୍ଷରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଥିବା ଜଣାପଡ଼ିଛି।ଅସୁସ୍ଥତା…

ଓଡ଼ିଶା ର ଦ୍ଵତୀୟ ଏମ୍ସ ପଦ୍ମପୁର ସ୍ଥାପନ କରାଯାଉ
ଓଡ଼ିଶା ର ଦ୍ଵତୀୟ ଏମ୍ସ ପଦ୍ମପୁର ସ୍ଥାପନ କରାଯାଉ: ଆଶିଷ ଜ୍ୟୋତିଷ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଟିଏ ଦାଦନ ପ୍ରଵଣ ଅଞ୍ଚଳ ପଦ୍ମପୁର ଠିକ୍ ଭାବେ…

ଦୁର୍ଦ୍ଦାନ୍ତ ମହିଳା ନକ୍ସଲଙ୍କୁ କରିଛି ଗିରଫ।
ଭୁବନେଶ୍ୱର :ଓଡ଼ିଶା ପୁଲିସକୁ ମିଳିଛି ବଡ଼ ସଫଳତା। ୩ ଦୁର୍ଦ୍ଦାନ୍ତ ମହିଳା ନକ୍ସଲଙ୍କୁ କରିଛି ଗିରଫ। ସେମାନଙ୍କ ମଧ୍ୟରୁ ଜଣେ ଏସିଏମ୍ ରାଙ୍କର। ସେହିପରି ଏହି ୩…