ବରଗଡ଼: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚାଷୀମାନଙ୍କୁ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରିଛନ୍ତି। ୨୩୦୦ ଟଙ୍କାର ଏମଏସପି ସହ ଇନପୁଟ୍ ସବସିଡି ପ୍ରଦାନ କରାଯାଇଛି। ଯେଉଁ ଚାଷୀମାନେ ଡିସେମ୍ବର ୬ ତାରିଖ ସୁଦ୍ଧା ଧାନ ବିକ୍ରି କରିଛନ୍ତି, ସେମାନଙ୍କୁ ଏହି ଟଙ୍କା ମିଳିଛି। ବରଗଡ଼ ଜିଲ୍ଲା ସୋହେଲାର ଇଚ୍ଛାପାଲି ପଡ଼ିଆଠାରେ ଆୟୋଜିତ ବିଶାଳ ଚାଷୀ ସମାବେଶର ମଞ୍ଚରେ ୧୩ଜଣ ଚାଷୀଙ୍କୁ ୮୦୦ ଟଙ୍କାର ବୋନସ୍ ପ୍ରଦାନ କରିଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚାଷୀମାନଙ୍କୁ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରିଛନ୍ତି।
