ରାଜ୍ୟ ପଂଚାୟତିରାଜ ସଚିବ ୧୯୯୫ ବ୍ୟାଚ୍ ଆଇଏଏସ୍ ସୁଶୀଲ କୁମାର ଲୋହାନୀଙ୍କୁ କେନ୍ଦ୍ର ସରକାରରେ ନିଯୁକ୍ତି ମିଳିଛି ।
ଭୁବନେଶ୍ୱର:ସେ କେନ୍ଦ୍ର ପଂଚାୟତିରାଜ ମନ୍ତ୍ରଣାଳୟରେ ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରିବେ । ସେହିପରି କେନ୍ଦ୍ରୀୟ ଡେପୁଟେସନରୁ ଫେରିଛନ୍ତି ୨୦୦୨ ବ୍ୟାଚ୍ ଆଇଏଏସ୍ ଏସଏନ ଗିରିଶ । ସେ ଓଡ଼ିଶା କ୍ୟାଡ଼ରରେ ଯୋଗ ଦେଇଥିଲେ ମଧ୍ୟ ତାଙ୍କୁ ଏପର୍ଯ୍ୟନ୍ତ କୌଣସି ଦାୟିତ୍ୱ ମିଳିନଥିବା ଜଣାପଡ଼ିଛି ।