ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ୨୫ହଜାର ଟଙ୍କା ଲାଞ୍ଚ ଟଙ୍କା ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ରାୟଗଡ଼ା ସହରର ଫରେଷ୍ଟ କଲୋନୀ ଲେନରେ ଥିବା ନିଜ ବାସଭବନରେ ସଂଧ୍ୟାରେ ଅଭିଯୋଗକାରୀ ଗ୍ରାମସାଥୀ କ୍ଷେତ୍ର ମାଝିଙ୍କ ଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ।
ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ୨୫ହଜାର ଟଙ୍କା ଲାଞ୍ଚ ଟଙ୍କା ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।
