ରାୟଗଡ ଜିଲ୍ଲା ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

ରାୟଗଡ ଜିଲ୍ଲା ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

ରାୟଗଡ : ତା ୦୩/୦୩/୨୦୨୫ ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲା ସଦର ମହକୁମାସ୍ଥିତ ଜିଲ୍ଲାପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନିହାର ରଞ୍ଜନ କହଁରଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଆରୋକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ , ଜିଲ୍ଲାପରିଷଦ, ରାୟଗଡ, ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ,ଉପଜିଲ୍ଲାପାଳ ରାୟଗଡ, ଶ୍ରୀ ରମେଶ ଜେନା,ସିଡିଏମଓ ରାୟଗଡ ଡାକ୍ତର ଲାଲମାହନ ରାଉତରାୟ, ପ୍ରକଳ୍ପ ପ୍ରଶାସକ ସମ୍ମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ରାୟଗଡ, ଶ୍ରୀ ଚନ୍ଦ୍ର କାନ୍ତ ମାଝୀ, , ବିଡିଓ ରାୟଗଡ, ଶ୍ରୀ ସୁଜିତ କୁମାରୀ ମିଶ୍ର, ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l ଆଜି ମୋଟ୬୧ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୪୯ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ୧୨ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଏହି ଶିବିରରେ ଜିଲ୍ଲାସ୍ଥରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କହଁର ଏହି ଅଭିଯୋଗ ପାଇଲାପରେ ସଂପୃକ୍ତ ବିଭାଗକୁ ସମାଧାନ ପାଇଁ ନିର୍ଦେଶ ଦେଇଥିଲେ l

Leave a Reply

Your email address will not be published. Required fields are marked *