ବଲାଙ୍ଗିର:ବଲାଙ୍ଗିର ରେଳ ଷ୍ଟେସନ ନିକଟ ଏକ ଲଜ୍ରୁ ମୃତଦେହ ଉଦ୍ଧାର ହୋଇଛି। ମୃତକ ସୁବର୍ଣ୍ଣପୁର ରିଜର୍ଭ ପୁଲିସର କନଷ୍ଟେବଲ ଶଙ୍କରଭାନୁ ବେହେରା ବୋଲି ଜଣାପଡ଼ିଛି।ହାତଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ୨୧୨ ନମ୍ୱର୍ ରୁମ୍ ଉଦ୍ଧାର ହୋଉଛି!
Related Posts

ଭୁବନେଶ୍ୱରରେ ସିଙ୍ଗାପୁର ରାଷ୍ଟ୍ରପତି
ଭୁବନେଶ୍ୱରରେ ସିଙ୍ଗାପୁର ରାଷ୍ଟ୍ରପତି ଭୁବନେଶ୍ୱର: ଭୁବନେଶ୍ୱରରେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ।ବିମାନବନ୍ଦରରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।୨ ଦିନିଆ ଓଡ଼ିଶା…

୩% ବଢ଼ିଲା ମହଙ୍ଗା ଭତ୍ତା
୩% ବଢ଼ିଲା ମହଙ୍ଗା ଭତ୍ତା ଭୁବନେଶ୍ୱର: ଆଜି ୩% ବଢ଼ିଲା କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା।ମହଙ୍ଗା ଭତ୍ତା ମୂଳ ଦରମାର ୫୦%ରୁ ୫୩%କୁ ବୃଦ୍ଧି କରାଯାଇଛି।ଜୁଲାଇ ପହିଲାରୁ…

ଆସିଲା ‘ସୁଭଦ୍ରା’ ଯୋଜନାର SOP, ଏକ କୋଟି ମହିଳା ହେବେ ଉପକୃତ
ଆସିଲା ‘ସୁଭଦ୍ରା’ ଯୋଜନାର SOP, ଏକ କୋଟି ମହିଳା ହେବେ ଉପକୃତ ସୁଭଦ୍ରା ଯୋଜନାର ନିୟମାବଳୀ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ସୁଭଦ୍ରା ଯୋଜନାର ନିୟମାବଳୀକୁ କ୍ୟାବିନେଟ୍ର…