ପାପଡାହାଣ୍ଡି: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଦୁଇ ଜଣ ପୁଲିସ ଅଧିକାରୀ ଧରାପଡ଼ିଛନ୍ତି। ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଥାନାର ଦୁଇ ପୁଲିସ ଅଧିକାରୀଙ୍କୁ ଆଜି ଭିଜିଲାନ୍ସ ଧରିଛି। ପାପଡାହାଣ୍ଡି ଥାନା ଅନ୍ତର୍ଗତ ଜାମୁଗୁଡା ଏକ କୁକୁଡ଼ା ଗାଲିରୁ ଜବତ ବାଇକ ମୁକୁଳାଇବା ବାବଦରେ ବରଦେଇ ଗାଁର ଲକ୍ଷ୍ମଣ ହରିଜନଙ୍କ ଠାରୁ ୪ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ିବସିଲା ଭିଜିଲାନ୍ସ। ସରକାରୀ ବାସଭବନ ଓ ଥାନାରେ ଛାନଭିନ କରୁଛି ଭିଜିଲାନ୍ସ ଟିମ। ଦୁଇ ପୁଲିସ ଅଧିକାରୀ ହେଲେ ପ୍ରବେଶନାରୀ ପିରିୟଡ଼ରେ ଥିବା ସବଇନ୍ସପେକ୍ଟର ରଘୁନାଥ ହଂସଦା ଓ ପୁଲିସ ଏଏସଆଇ ଶିବ ପ୍ରସାଦ ଦଳେଇ।
Related Posts

ବାରବାଟୀରେ ଭାରତ-ଇଂଲଣ୍ଡ ଦ୍ବିତୀୟ ଏକଦିବସୀୟ କ୍ରିକେଟ୍: ଟିକେଟ୍ ପାଇଁ କାଉଣ୍ଟରରେ ପ୍ରବଳ ଭିଡ଼
ବାରବାଟୀରେ ଭାରତ-ଇଂଲଣ୍ଡ ଦ୍ବିତୀୟ ଏକଦିବସୀୟ କ୍ରିକେଟ୍: ଟିକେଟ୍ ପାଇଁ କାଉଣ୍ଟରରେ ପ୍ରବଳ ଭିଡ଼

ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀ ମୃତ ।
ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀ ମୃତ । ଆର,ଉଦୟଗିରି(ମନୋଜ କୁମାର ପାଢୀ/-ସୁଧାକର ଟ୍ରକ୍ ଧକ୍କାରେ ବାଇକ ଆରୋହୀ ମୃତ । ମୃତକ ଜଣକ ହେଲେ କନ୍ଧମାଳ ଜିଲ୍ଲା…

ବିଷମକଟକ ର ଅଧିଷ୍ଠାତ୍ରୀ ଦେବୀ ମା ମାର୍କମା ଉତ୍କଳୀୟ ପରମ୍ପରା ର ଅନନ୍ୟ ଦେବୀପୀଠ
ବିଷମକଟକ ର ଅଧିଷ୍ଠାତ୍ରୀ ଦେବୀ ମା ମାର୍କମା ଉତ୍କଳୀୟ ପରମ୍ପରା ର ଅନନ୍ୟ ଦେବୀପୀଠ ରାୟଗଡା : ରାୟଗଡା ଜ଼ିଲ୍ଲା ର ବିଷମକଟକ ସଦର ରେ ଅଧିଷ୍ଠାତ୍ରୀ…