ଲୋକସେବା ଭବନରେ OAS ଟପ୍ପର ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧନା କଲେ ମୁଖ୍ୟମନ୍ତ୍ରୀ Mohan Charan Majhi

ଲୋକସେବା ଭବନରେ OAS ଟପ୍ପର ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧନା କଲେ ମୁଖ୍ୟମନ୍ତ୍ରୀ Mohan Charan Majhi

ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପ୍ରଥମ ସ୍ଥାନ ଅଧିକାର କରି କେନ୍ଦୁଝର ଜିଲ୍ଲା ପାଇଁ ଗୌରବ ଆଣିଥିବା ବୁବୁନ ସାହୁଙ୍କୁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ Mohan Charan Majhi ସମ୍ବର୍ଦ୍ଧିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇବା ସହ ତାଙ୍କ ସଫଳତାକୁ ଯୁବପିଢ଼ୀ ପାଇଁ ପ୍ରେରଣା ବୋଲି କହିଥିଲେ।ଗଣେଶ ପାଣିଗ୍ରାହୀ