‘ୱାନ ନେସନ, ୱାନ ଇଲେକ୍ସନ’ ବା ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ଦିଗରେ ଆଜି ଆଉ ପାଦେ ଆଗେଇଛନ୍ତି କେନ୍ଦ୍ର ସରକାର। ‘ୱାନ ନେସନ, ୱାନ ଇଲେକ୍ସନ’ ନେଇ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ରିପୋର୍ଟକୁ ମିଳିଛି କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। କୁହାଯାଉଛି, ଆସନ୍ତା ଶୀତ ଅଧିବେଶନରେ ସରକାର ଏ ସଂପର୍କିତ ବିଲକୁ ସଂସଦରେ ଉପସ୍ଥାପନ କରିବେ।
Related Posts
ରାଜ୍ୟସ୍ତରୀୟ ପୋଷଣ ମାସ- ୨୦୨୪ ଉତ୍ସବ ଆୟୋଜିତ
ରାଜ୍ୟସ୍ତରୀୟ ପୋଷଣ ମାସ- ୨୦୨୪ ଉତ୍ସବ ଆୟୋଜିତ ଭୁବନେଶ୍ୱର: ଆଜି ଭୁବନେଶ୍ୱରସ୍ଥିତ ଓଡ଼ିଶା ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ରାଜ୍ୟ ମହିଳା ଓ ଶିଶୁ ବିକାଶ…
କାହିଁକି ପିଲା ସବୁବେଳେ କାନ୍ଦିଥାନ୍ତି…ଜାଣନ୍ତୁ କ’ଣ କୁହନ୍ତି ଏକ୍ସପର୍ଟ
କାହିଁକି ପିଲା ସବୁବେଳେ କାନ୍ଦିଥାନ୍ତି…ଜାଣନ୍ତୁ କ’ଣ କୁହନ୍ତି ଏକ୍ସପର୍ଟ ଭୁବନେଶ୍ୱର:ଶୀତ ଦିନ ଆସିଲେ ଅନେକ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇଥାଏ । ଶରୀରକୁ ଥଣ୍ଡା ବାୟୁରୁ ସୁରକ୍ଷିତ ରଖିବା…
ପ୍ରତିଦିନ ଅପରାହ୍ନ ୩ଟା ରୁ ୫ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ
ପ୍ରତିଦିନ ଅପରାହ୍ନ ୩ଟା ରୁ ୫ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା…