ଓଡ଼ିଶା ମାଟିର ସଫଳ ଉଦ୍ୟୋଗ ଓ ଉଦ୍ୟୋଗୀମାନଙ୍କୁ ଲୋକଲୋଚନକୁ ଆଣିବାର ଏହି ପରମ୍ପରାକୁ ବଜାୟ ରଖି ‘ସମ୍ବାଦ’ କର୍ପୋରେଟ୍ ଏକ୍ସଲେନ୍ସ ଆୱାର୍ଡସ୍ର ଅଷ୍ଟମ ସଂସ୍କରଣ ଘୋଷଣା କରାଯାଇଛି। ସମ୍ବାଦ କର୍ପୋରେଟ୍ ଏକ୍ସଲେନ୍ସ ଆୱାର୍ଡସ୍ ୨୦୨୫ ଲାଗି ଆବେଦନ ପ୍ରକ୍ରିୟା ଜାରି ରହିଛି। ଆଗ୍ରହୀ ଉଦ୍ୟୋଗ ଓ ଉଦ୍ୟୋଗୀମାନେ ଏଥିରେ ଅଂଶଗ୍ରହଣ କରିବା ପାଇଁ sambadawards.comରେ ଆବେଦନ କରନ୍ତୁ। ଆବେଦନ କରିବାର ଶେଷ ତାରିଖ ୨୦୨୫ ଜାନୁଆରି ୧୩ ରହିଛି।
Related Posts

ବଢ଼ିଲା କମର୍ସିଆଲ ଗ୍ୟାସ ଦର
ବଢ଼ିଲା କମର୍ସିଆଲ ଗ୍ୟାସ ଦର ଭୁବନେଶ୍ୱର: ବଢ଼ିଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର।୩୯ ଟଙ୍କା ବଢ଼ିଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର।ଦିଲ୍ଲୀରେ ୧୯ କେଜି ଗ୍ୟାସ ସିଲିଣ୍ଡର…

ପ୍ରଧାନମନ୍ତ୍ରୀ ଫସଲ ବୀମା କ୍ଷୟକ୍ଷତି ଆକଳନ ଶେଷ
ପ୍ରଧାନମନ୍ତ୍ରୀ ଫସଲ ବୀମା କ୍ଷୟକ୍ଷତି ଆକଳନ ଶେଷ ଭୁବନେଶ୍ୱର: ଅମଳ ପରବର୍ତ୍ତୀ ଫସଲ କ୍ଷତି ଆକଳନ କାର୍ଯ୍ୟ ଶେଷ ହୋଇଛି । ଆଜି ସୁଦ୍ଧା ପ୍ରାୟ ୧…

ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ରେ ଓଡ଼ିଶୀ ନୃତ୍ୟରେ ଝୁମିଲେ ଦର୍ଶକ।
ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ରେ ଓଡ଼ିଶୀ ନୃତ୍ୟରେ ଝୁମିଲେ ଦର୍ଶକ। ପାରାଦ୍ୱୀପ ଠାରେ ଆରମ୍ଭ ହୋଇସାରିଛି କଳିଙ୍ଗ ବାଲିଯାତ୍ରା ମହୋତ୍ସବ । ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ…