ସରକାରୀ ଅଧିକାରୀମାନେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ବଦଳି ହେଲେ ସ୍ୱଚ୍ଛତା ଆସିବ!

ଭୁବନେଶ୍ୱର:ଗୋଟିଏ ଗୋଟିଏ ବିଭାଗରେ ୨୦ ବର୍ଷ, ୧୫ ବର୍ଷ ଧରି ରହିଛନ୍ତି। ସରକାରୀ ଅଧିକାରୀମାନେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ବଦଳି ହେଲେ ସ୍ୱଚ୍ଛତା ଆସିବ, ଅଭିଜ୍ଞତା ଆଧାରରେ ବିକାଶ ତ୍ୱରାନ୍ୱିତ ହେବ। ପ୍ରଶାସନରେ ସ୍ୱଚ୍ଛତା ଆସିଲେ ସାଧାରଣ ଲୋକଙ୍କୁ ଉଚିତ ନ୍ୟାୟ ମିଳିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

Leave a Reply

Your email address will not be published. Required fields are marked *