ମାଲକାନଗିରି:ସୀମାନ୍ତ ଛତିଶଗଡ଼ ସୁକମା ପୁଲିସକୁ ମିଳିଛି ପୁଣି ଏକ ବଡ ସଫଳତା। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଆଗମନ ପୂର୍ବରୁ ୫ ଜଣ ଦୁର୍ଦାନ୍ତ ନକ୍ସଲଙ୍କ ଆତ୍ମସମର୍ପଣ ଏକ ବଡ଼ ସଫଳତା ବୋଲି ପୁଲିସ କହିଛି। ସୁକମା ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହି ୫ ଜଣ ନକ୍ସଲ ଏସପି କିରଣ ଚୌହାନଙ୍କ ସମ୍ମୁଖରେ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ନାମରେ ୮ ଲକ୍ଷ ରେଖାଏଁ ପୁରସ୍କାର ରହିଥିବା ବେଳେ ଜଣକ ନାମରେ ୫ ଲକ୍ଷ ଏବଂ ଅନ୍ୟ ଦୁଇ ଜଣଙ୍କ ନାମରେ ୨ ଲକ୍ଷ ଲେଖାଏଁ ପୁରସ୍କାର ରହିଥିଲା। ଏମାନଙ୍କ ମୁଣ୍ଡରେ ମୋଟ ୨୫ ଲକ୍ଷ ଟଂକାର ପୁରସ୍କାର ରାଶି ରହିଥିଲା।
Related Posts
ଜେଲ୍ରୁ ବାହାରିଲେ ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ
୧୭ ମାସ ପରେ ଜେଲ୍ରୁ ବାହାରିଲେ ଆପ୍ ନେତା ତଥା ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ସୁପ୍ରିମକୋର୍ଟରୁ ଜାମିନ ମିଳିବା ପରେ ଆଜି ସନ୍ଧ୍ୟାରେ…
କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ଵାଇଁ
କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଭୁବନେଶ୍ୱର: ରଣେନ୍ଦ୍ର ପ୍ରତାପ ସ୍ଵାଇଁ ହେଲେ କାମଚଳା ବାଚସ୍ପତି ।ଭୁବନେଶ୍ୱର ରାଜଭବନରେ ଶପଥ ନେଲେ ଆଠଗଡ଼…
ମୋହନା ବିଧାନସଭା ବିଜେଡି ପ୍ରାର୍ଥୀ ଅନ୍ତର୍ଯ୍ୟାମୀ ଗମାଙ୍ଗବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇଯାଇଛି।
ମୋହନା ବିଧାନସଭା ବିଜେଡି ପ୍ରାର୍ଥୀ ଅନ୍ତର୍ଯ୍ୟାମୀ ଗମାଙ୍ଗ ରାମଗିରି ମାଁ କୁରେଈଶୁଣି ମନ୍ଦିର ଓ ଖ୍ରୀଷ୍ଟିଆନ ଚର୍ଚ୍ଚ ଠାରୁ ଆଶିର୍ବାଦ ନେଲେ.1 ଆର. ଉଦୟଗିରି(ମନୋଜ କୁମାର ପାଢୀ/୭/୪/୨୦୨୪):…