ସୁନ୍ଦରଗଡ଼ରେ ମାଲ୍ବାହୀ ଟ୍ରେନ୍ ଲାଇନଚ୍ୟୁତ
ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲାରେଏକ ମାଲ୍ବାହୀ ଟ୍ରେନ୍ର ୩ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା।ମାଲଗୋଦାମ ବସ୍ତିର ପାର୍କିଂରେ ଟ୍ରାକରୁ ଲାଇନଚ୍ୟୁତ ହୋଇଛି। ଦୁର୍ଘଟଣା ପରେ ମାଲଗୋଦାମ ଫାଟକରୁ ବାସନ୍ତୀ କଲୋନୀ ରାସ୍ତାରେ ଗମନାଗମନ ବାଧାପ୍ରାପ୍ତ ହୋଇଥିଲା।ଦୁର୍ଘଟଣାର କାରଣ ଜାଣିବା ପାଇଁ ରେଳବାଇ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।