ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ବିସିସିଆଇର ପୂର୍ବତନ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ମିଳିଛି ସାଇବର ଧମକ। ଏହାକୁ ନେଇ ସେ ପୁଲିସର ଦ୍ୱାରସ୍ଥ ହୋଇଛନ୍ତି। କୋଲକାତା ପୁଲିସ ନିକଟରେ ସେ ସାଇବର ଧମକ ଏବଂ ମାନହାନୀ ଅଭିଯୋଗ ଦାଖଲ କରିଛନ୍ତି
Related Posts

କୋରେଇରେ ବିଜୟୀ ହେଲେ ବିଜେପି ପ୍ରାର୍ଥୀ ଆକାଶ ଦାସ ନାୟକ ।
କୋରେଇରେ ବିଜୟୀ ହେଲେ ବିଜେପି ପ୍ରାର୍ଥୀ ଆକାଶ ଦାସ ନାୟକ । ବିଜେଡି ପ୍ରାର୍ଥୀ ସନ୍ଧ୍ୟାରାଣୀ ଦାସଙ୍କୁ ୬୫୦୦ରୁ ଅଧିକ ଭୋଟରେ କଲେ ପରାଜିତ!.

ସୁରେଶ ଦେବଦତ୍ତ ସିଂ ହେଲେ କଟକ-ଭୁବନେଶ୍ୱରର ନୂଆ କମିଶନର
ସୁରେଶ ଦେବଦତ୍ତ ସିଂ ହେଲେ କଟକ-ଭୁବନେଶ୍ୱରର ନୂଆ କମିଶନର ଭୁବନେଶ୍ୱର: ଆଇପିଏସ୍ ସ୍ତରରେ ବଡ଼ ଅଦଳ ବଦଳ କଲେ ଓଡ଼ିଶା ସରକାର। ବଦଳିଲେ କଟକ-ଭୁବନେଶ୍ୱର ପୋଲିସ କମିଶନର…

CM urges US to partner Odisha in industries, education, renewable energy, tourism & culture
CM urges US to partner Odisha in industries, education, renewable energy, tourism & culture Bhubaneswar: The Consul General of United…