ଭୁବନେଶ୍ବର: କୁଷ୍ଠରୋଗ ପାଇଁ ଆଧୁନିକ ତଥା ନିର୍ଭରଯୋଗ୍ୟ ଚିକିତ୍ସା ବ୍ୟବସ୍ଥା ଥିଲେ ହେଁ, ସଂକ୍ରମିତ ବ୍ୟକ୍ତି ଅନ୍ଧବିଶ୍ବାସର ବଶବର୍ତ୍ତୀ ହୋଇ ସାମାଜିକ ବାସନ୍ଦ ଭୟରେ ଚିକିତ୍ସା ଠାରୁ ଦୂରେଇ ରହୁଥିବା ଯୋଗୁଁ ଧୀରେଧୀରେ ସଂକ୍ରମଣ ବଢ଼ି ଆକ୍ରାନ୍ତ ବ୍ୟକ୍ତି ଦିବ୍ୟାଙ୍ଗ ପାଲଟି ଯାଇଥାନ୍ତି। ଏହି ରୋଗ ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାଗଣାରେ ଔଷଧ ବଣ୍ଟନ କରାଯାଉଛି। କୁଷ୍ଠ ରୋଗୀଙ୍କ ସଂସ୍ପର୍ଶରେ ଆସୁଥିବା ଲୋକଙ୍କୁ ମାଗଣା ଟୀକା ଦିଆଯିବାର ଯୋଜନା ମଧ୍ୟ ଆମ ସରକାର କରୁଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମ ‘ସ୍ପର୍ଶ କୁଷ୍ଠ ସଚେତନତା ଅଭିଯାନ’ରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ୍ ଏହା କହିଛନ୍ତି।
Related Posts

ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା
ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା…

ରଜ ମହୋତ୍ସବ ୨୦୨୪” ପାନ୍ଥନିବାସ ଭୁବନେଶ୍ୱରରେ ଉଦ୍ଘାଟିତ
“ରଜ ମହୋତ୍ସବ ୨୦୨୪” ପାନ୍ଥନିବାସ ଭୁବନେଶ୍ୱରରେ ଉଦ୍ଘାଟିତ ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଓଡିଶା ପର୍ଯ୍ୟଟନ ବିକାଶ ନିଗମ (ଓଟିଡିସି) ମୁଖ୍ୟାଳୟରେ ରାଜ୍ୟର ଗଣପର୍ବ ତଥା ମହିଳା ମାନଙ୍କ ନିମନ୍ତେ…

୨/୪ ଦିନରେ ଆସିବ ରତ୍ନଭଣ୍ଡାର ସର୍ଭେ ରିପୋର୍ଟ
୨/୪ ଦିନରେ ଆସିବ ରତ୍ନଭଣ୍ଡାର ସର୍ଭେ ରିପୋର୍ଟ ଭୁବନେଶ୍ୱର: ୨/୪ ଦିନରେ ଆସିବ ରତ୍ନଭଣ୍ଡାର ସର୍ଭେ ରିପୋର୍ଟ ବୋଲି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।ମନ୍ତ୍ରୀ…