୧୧୬ ଜଣଙ୍କ ମୃତ୍ୟୁ ଘଟିଛି ଉତ୍ତର ପ୍ରଦେଶର ହାଥରସ ଜିଲ୍ଲାର.

ରାଜ୍ୟ ସରକାର ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିବା ବେଳେ ଉଦ୍ଧାର କାର୍ଯ୍ୟ ତଦାରଖ କରିବା ପାଇଁ ତିନି ଜଣ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇଛନ୍ତି। ଉତ୍ତର ପ୍ରଦେଶର ହାଥରସ ଜିଲ୍ଲାର ସିକନ୍ଦରା ରାଓ ଥାନା ପୁଲରାଇ ଗାଁରେ ମଙ୍ଗଳବାର ଏକ ସତ୍‌ସଙ୍ଗରେ ହୋଇଥିବା ଦଳାଚକଟାରେ ୧୧୬ ଜଣଙ୍କ ମୃତ୍ୟୁ ଘଟିଛି।

Leave a Reply

Your email address will not be published. Required fields are marked *