୧୧ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ୫୦ ରୁ ୬୦ କିମି ଝଡ଼ ପବନର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ୨୪ ଘଂଟାରେ କୋରାପୁଟ, ରାୟଗଡା, ଗଂଜାମ, ନବରଙ୍ଗପୁର, ନୂଆପଡା, ମୟୂରଭଞ୍ଜ, ବାଲେଶ୍ୱର,ଭଦ୍ରକ, କେନ୍ଦୁଝର ଝାରସୁଗୁଡା ଓ ସୁନ୍ଦରଗଡ ଏହି ୧୧ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ୫୦ ରୁ ୬୦ କିମି ଝଡ଼ ପବନର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଉପକୂଳ ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ୧୯